• About Us
  • Contact Us
Friday, June 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଦେବାଶିଷ, ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ

by Voice of Victims
June 5, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜ୍ୟସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଦେବାଶିଷ, ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ବିଜେପି ପ୍ରାର୍ଥୀ ଭାବେ ୩ ସେଟ ନାମାଙ୍କନପତ୍ର ଦାଖଲ କରିଛନ୍ତି । ପ୍ରାର୍ଥିପତ୍ର ଦାଖଲ ବେଳେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ବିଜେପି ଭାପତି ଓ ଦଳୀୟ ବିଧାୟକ । ଗତ ମାସ ୨୫ତାରିଖରେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ଦେବାଶିଷ ସାମନ୍ତରାୟ ।  ଏହା ପରେ ଉପ ନିର୍ବାଚନ ଘୋଷଣା ହୋଇଥିଲା । ଆସନ୍ତା ୧୮ ତାରିଖରେ ହେବ ରାଜ୍ୟସଭା ଉପନିର୍ବାଚନ।

ଗୁରୁବାର ସୂଚନାଥିଲା କି, ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ରାଜ୍ୟସଭା ଉପନିର୍ବାଚନ ପାଇଁ ଓଡ଼ିଶାରୁ ଖାଲି ପଡ଼ିଥିବା ଗୋଟିଏ ଆସନ ପାଇଁ BJPରୁ ପ୍ରାର୍ଥୀ ହୋଇଥିଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ସହ ରାଜସ୍ଥାନ, ଅରୁଣାଚଳପ୍ରଦେଶ, ଗୁଜରାଟ, ମଧ୍ୟପ୍ରଦେଶ, ମଣିପୁର ପାଇଁ ନାଁ ଘୋଷଣା ହୋଇଥିଲା ।  ଗୁଜରାଟରୁ ୪ଟି ଓ ମଧ୍ୟପ୍ରଦେଶରୁ ୨ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା ବିଜେପି ।

Post Views: 18
Share198Tweet124Send
Voice of Victims

Voice of Victims

Recent Posts

  • ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଅଧିକ ପାଠ ପଢ଼ିଥିଲେ ମିଳିବନି ଛୋଟ ଚାକିରି !
  • ରାଜ୍ୟସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଦେବାଶିଷ, ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ
  • ଆସନ୍ତା ୧୦ରେ ହେବନି ଘରୋଇ ବସ ଧର୍ମଘଟ, ସ୍ଥଗିତ ରଖିଲା ସଂଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଳିତ
  • ଜନଜାତିଙ୍କ ମଧ୍ୟରେ ବହୁ ବିରଳ ପ୍ରତିଭା ଲୁକ୍‍କାୟିତ ଭାବେ ରହିଛି : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In