• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ବରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼, ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି

by Voice of Victims
June 6, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର  :  ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି ।  ଭୁବନେଶ୍ବରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ।  କୁଆପଥର ବର୍ଷା ଯୋଗୁ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି।   ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ।  ପ୍ରବଳ ବର୍ଷା ଯୋଗୁଁ ଉପୁଜିଲା ଟ୍ରାଫିସ ସମସ୍ୟା, ଗମନାଗମନ ବ୍ୟାହତ । 

ଜୟଦେବ ବିହାରରେ ଗଛ ପଡି 4 ରୁ ଅଧିକ ଗାଡି କ୍ଷତିଗ୍ରସ୍ତ ହୋଇଛି ।  ଭୁବନେଶ୍ୱର ବ୍ୟତୀତ ଜିଲ୍ଲାର ଅଧିକାଂଶ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ଜଣାଯାଇଛି  ।   ଏବେ ବି ଆକାଶରେ କଳାବାଦଲ ଛାଇ ହୋଇ ରହିଥିବାରୁ ପୁଣି ବର୍ଷା ଆଶଙ୍କା ରହିଛି  ।  ଆଜି ରାଜଧାନୀ ଭୁବନେଶ୍ବରରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା । ସାଢ଼େ ୮ଟା ସୁଦ୍ଧା ୩୩ ଡିଗ୍ରୀ ତାପମାତ୍ରା ହୋଇଥିବାବେଳେ ଆଦ୍ରତା ରହିଛି ୭୭% । ୪୭ ଡିଗ୍ରୀ ପରି ଅନୁଭୂତ ହେଉଥିଲା ଭୁବନେଶ୍ବର ଗରମ । ଆଜିର ବର୍ଷା ଟିକେ ଆଶ୍ବସ୍ତି ଆଣିଛି ।  ତା ସହ ୧୧ଜିଲ୍ଲାକୁ କାଳବୈଶାଖୀ ନେଇ ଆଲର୍ଟ ଜାରି କରାଯାଇଛି ।

Post Views: 41
Share199Tweet124Send
Voice of Victims

Voice of Victims

Recent Posts

  • ଆସନ୍ତା ୧୨ ତାରିଖରେ ଚଳିତ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ, ଭାରତ କିମ୍ବା ଓଡ଼ିଶାରେ ହେବ ନାହିଁ ଦୃଶ୍ୟ
  • ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହ, ଛାତ୍ରମାନଙ୍କୁ ଦେଲେ ଗୁରୁମନ୍ତ୍ର
  • ପ୍ରବଳ ବର୍ଷାରେ ବି ଥମିନି ଭକ୍ତିର ପଦଯାତ୍ରା, କାନ୍ଧରେ କାଉଡ଼ି, ହାତରେ ପାଣିଭାର—“ବୋଲବମ୍” ଧ୍ୱନିରେ ମୁଖର ରାସ୍ତା
  • ଓଡଗାଁ ଅଞ୍ଚଳ ଅଂଚଳବାସୀଙ୍କ ଦୂର ହେବ ବିଦ୍ୟୁତ କାଟ ସମସ୍ୟା : ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ନୟାଗଡ଼-ଓଡ଼ଗାଁ ନୂତନ 33 କେଭି ଲାଇନ,ଉପକୃତ ହେବେ ଓଡଗାଁ ଓ ଶରଣକୁଳର 50 ହଜାର ଉପଭୋକ୍ତା
  • ରୁଷ ତୈଳ କିଣୁଥିବା ଭାରତକୁ ଆମେରିକାର ବଡ଼ ଝଟକା! ସେନେଟ୍‌ରେ ପାସ୍ ହେଲା ପ୍ରତିବନ୍ଧକ ବିଲ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In