• About Us
  • Contact Us
Saturday, June 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହଟିବ ଦୀଘା ଜଗନ୍ନାଥ ମନ୍ଦିରରୁ “ଧାମ” ଶବ୍ଦ : ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଚିଠି ପରେ କାର୍ଯ୍ୟାନୁଷ୍ଠାନ

by Voice of Victims
June 9, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ହଟିବ ଦୀଘା ଜଗନ୍ନାଥ ମନ୍ଦିରରୁ “ଧାମ” ଶବ୍ଦ : ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଚିଠି ପରେ କାର୍ଯ୍ୟାନୁଷ୍ଠାନ

ଦୀଘା ଜଗନ୍ନାଥ ମନ୍ଦିରରୁ “ଧାମ” ଶବ୍ଦ ହଟିବ । ଘୋଷଣା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ପୂର୍ବ ସରକାର “ଧାମ” ଶବ୍ଦ ଯୋଡି ଥିଲେ । ଏହା ସନାତନ ଧର୍ମ ବିରୋଧୀ ଥିଲା । ତେଣୁ ଏହାକୁ ହଟାଯିବ । ଏଥିପାଇଁ ଖୁବ ଶୀଘ୍ର କ୍ୟାବିନେଟ ରେ ପ୍ରସ୍ତାବ ଅଣାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଅଧିକାରୀ ।  ଏ ସଂକ୍ରାନ୍ତରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଚିଠି ପାଇଛୁ । 

ଦୁଇଦିନ ମଧ୍ୟରେ “ଧାମ” ଶବ୍ଦ ହଟାଇବାକୁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି ପରେ ତୁରନ୍ତ ଏହି ନିଷ୍ପତ୍ତି ନେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ଦୀଘା ଜଗନ୍ନାଥ ଧାମ ପରିବର୍ତ୍ତେ ଏହା “ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର” ହେବ ବୋଲି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ କହିଛନ୍ତି ।

Post Views: 110
Share200Tweet125Send
Voice of Victims

Voice of Victims

Recent Posts

  • ଦାରିଦ୍ର୍ୟର ଦ୍ବାର ଦେଶରେ ପାକିସ୍ତାନ, ଦାରିଦ୍ର୍ୟ ପାଇଁ ଭାଙ୍ଗିଲା ସମସ୍ତ ରେକର୍ଡ
  • ଅଡ଼ୁଆରେ ମମତା, ଭଣଜା ଅଭିଷେକ ବାନାର୍ଜୀଙ୍କ ଘରେ ପହଞ୍ଚିଲା ପୋଲିସ
  • ଏକା ସାଙ୍ଗରେ ମିଳିବ ୩ ମାସର ଭତ୍ତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
  • ଓଡ଼ିଶା କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ
  • ପାମ୍ପଡ଼ା ବିଦ୍ୟାଳୟରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ ପାଳିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In