• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଢିଲା ଗୃହରକ୍ଷୀଙ୍କ ଦୈନିକ ଭତ୍ତା, ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

by Voice of Victims
June 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ୱର : ବଢିଲା ଗୃହରକ୍ଷୀଙ୍କ ଦୈନିକ ଭତ୍ତା । ଗୃହରକ୍ଷୀଙ୍କ ଦୈନିକ ଭତ୍ତାକୁ ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଏହି ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ ଲାଗୁ ହେବ। ସୂଚନାଯୋଗ୍ୟ ଯେ, ୨୦୨୫ ଜୁଲାଇ ପହିଲାରେ ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୨୩ରୁ ୬୩୯ ଟଙ୍କାକୁ ବୃଦ୍ଧି କରାଯାଇଥିଲା । 

ଇତିମଧ୍ୟରେ ରାଜ୍ୟ ସରକାରଙ୍କ ନିୟମିତ କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ୨୦୨୬ ଜାନୁଆରୀ ପହିଲାରୁ ବୃଦ୍ଧି କରିଛନ୍ତି । ଏସବୁକୁ ଦୃଷ୍ଟିରେ ରଖି ଗୃହରକ୍ଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ଆସନ୍ତା ୧୨ ତାରିଖରେ ଚଳିତ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ, ଭାରତ କିମ୍ବା ଓଡ଼ିଶାରେ ହେବ ନାହିଁ ଦୃଶ୍ୟ
  • ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହ, ଛାତ୍ରମାନଙ୍କୁ ଦେଲେ ଗୁରୁମନ୍ତ୍ର
  • ପ୍ରବଳ ବର୍ଷାରେ ବି ଥମିନି ଭକ୍ତିର ପଦଯାତ୍ରା, କାନ୍ଧରେ କାଉଡ଼ି, ହାତରେ ପାଣିଭାର—“ବୋଲବମ୍” ଧ୍ୱନିରେ ମୁଖର ରାସ୍ତା
  • ଓଡଗାଁ ଅଞ୍ଚଳ ଅଂଚଳବାସୀଙ୍କ ଦୂର ହେବ ବିଦ୍ୟୁତ କାଟ ସମସ୍ୟା : ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ନୟାଗଡ଼-ଓଡ଼ଗାଁ ନୂତନ 33 କେଭି ଲାଇନ,ଉପକୃତ ହେବେ ଓଡଗାଁ ଓ ଶରଣକୁଳର 50 ହଜାର ଉପଭୋକ୍ତା
  • ରୁଷ ତୈଳ କିଣୁଥିବା ଭାରତକୁ ଆମେରିକାର ବଡ଼ ଝଟକା! ସେନେଟ୍‌ରେ ପାସ୍ ହେଲା ପ୍ରତିବନ୍ଧକ ବିଲ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In