• About Us
  • Contact Us
Saturday, June 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନିଟ୍‌ ପରୀକ୍ଷାର୍ଥୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ

by Voice of Victims
June 12, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ନିଟ୍‌ ପରୀକ୍ଷାର୍ଥୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ

ଭୁବନେଶ୍ବର: ବଡ଼ ଘୋଷଣା କଲେ ରାଜ୍ୟ ସରକାର । ନିଟ୍ ୟୁଜି ପରୀକ୍ଷାର୍ଥୀଙ୍କ ପାଇଁ ମାଗଣା ବସ୍ ସେବା । ଆଡମିଟ୍‌ କାର୍ଡ ଦେଖାଇ ପରୀକ୍ଷାର୍ଥୀ OSRTC ବସରେ ମାଗଣାରେ ଯାଇପାରିବେ । ପରୀକ୍ଷା କେନ୍ଦ୍ରରେ ସହଜରେ ପହଞ୍ଚିବା ପାଇଁ ମାଗଣା ବସ୍‌ ସେବା । ଏନେଇ ବାଣିଜ୍ୟ ଓ ପରିବହନ ବିଭାଗର ନିର୍ଦ୍ଦେଶ ଦେଇଛି । ଆସନ୍ତା ୨୧ ତାରିଖରେ ନିଟ (UG) ପୁନଃପରୀକ୍ଷା ହେବ । ରାଜ୍ୟର ୧୩୪ଟି ପରୀକ୍ଷା କେନ୍ଦ୍ରରେ ୫୬,୯୮୩ ଜଣ ପରୀକ୍ଷା ଦେବେ ଛାତ୍ରୀଛାତ୍ର ।

ମାଗଣାରେ ବସ୍ ସେବା ଉପଲବ୍ଧ କରାଯାଇଥିବା ସ୍ଥାନଗୁଡ଼ିକ ଗୁଡ଼ିକ ହେଉଛି- ଅନୁଗୋଳ, ବଲାଙ୍ଗିର, ବାଲେଶ୍ୱର, ବାରିପଦା, ବ୍ରହ୍ଣପୁର, ଭଦ୍ରକ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର, ରାୟାଗଡ଼ା, ଭାବାନୀପାଟଣା, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ଜୟପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନୂଆପଡ଼ା, ଫୁଲବାଣୀ, ପୁରୀ, ରାଇରଙ୍ଗପୁର, ସମ୍ବଲପୁର, ରାଉରକେଲା ସମେତ ପରାଳାଖେମୁଣ୍ଡି ଆଦି ସ୍ଥାନରେ ପରୀକ୍ଷା ପାଇଁ ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ କରାଯାଇଛି ।

NEET ପରୀକ୍ଷା ଜୁନ ୨୧ ତାରିଖ ଅପରାହ୍ନ ୨ଟାରୁ ୫ଟା ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଓଡ଼ିଶାର ୨୭ଟି ସହରର ୧୩୪ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୫୬,୯୮୩ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷାରେ ଅଂଶଗ୍ରହଣ କରିବେ । ପରୀକ୍ଷା ସମୟରେ ଟ୍ରାଫିକ ପରିଚାଳନା, ମହିଳା ପରୀକ୍ଷାର୍ଥୀ ଏବଂ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା, ସିସିଟିଭି ଓ ପରୀକ୍ଷା କେନ୍ଦ୍ରର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯିବାକୁ ମଧ୍ୟ ନିଷ୍ପତି ନିଆଯାଇଛି ।

Post Views: 18
Share197Tweet123Send
Voice of Victims

Voice of Victims

Recent Posts

  • ପାମ୍ପଡ଼ା ବିଦ୍ୟାଳୟରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ ପାଳିତ
  • ପତଞ୍ଜଳି ପକ୍ଷରୁ ବୈଦିକ ଯଜ୍ଞ ଅନୁଷ୍ଠିତ
  • ନିଟ୍-ୟୁଜି ପୁନଃ ପରୀକ୍ଷା ପାଇଁ ଏନଟିଏର ବଡ଼ ପରିବର୍ତ୍ତନ, ୧୫ ମିନିଟ୍ ଅଧିକ ସମୟ ଏବଂ ବଢିଲା ରଫ୍ ପେଜ୍ ସଂଖ୍ୟା
  • ବଢ଼ିଲା ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା: ସାମ୍ପ୍ରଦାୟିକ ମନ୍ତବ୍ୟ ପାଇଁ ମାମଲା ରୁଜୁ
  • ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍‌ସରଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In