• About Us
  • Contact Us
Monday, June 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନାରୀ ସମ୍ମାନ କାହିଁ?, ବିଜେପି ସରକାର ଉପରେ ବର୍ଷିଲେ ନବୀନ

by Voice of Victims
June 15, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଉପନିର୍ବାଚନ ଫଳାଫଳ ପରେ ନବୀନ ପଟ୍ଟନାୟକଙ୍କ ‘X’ରେ ପୋଷ୍ଟ, ବିଜେଡି କର୍ମୀଙ୍କୁ ଶ୍ରମ ଓ ବିଜେପିକୁ ବିଜୟ ପାଇଁ ଜଣାଇଲେ ଅଭିନନ୍ଦନ

ଭୁବନେଶ୍ୱର : ମହାକାଳପଡ଼ା ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କୁ ସରକାରୀ କାର୍ଯ୍ୟାଳୟ ଭିତରେ ଅତ୍ୟାଚାର ଅଭିଯୋଗ ।   ବିଜେପି ସରକାର ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ଏହା କ’ଣ ନାରୀଙ୍କୁ ସମ୍ମାନ ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ।  ବିଜେପିର ‘ନାରୀ ଶକ୍ତି ବନ୍ଦନ’ ନାରାକୁ ନେଇ ବି ପ୍ରଶ୍ନ ଉଠାଇଛନ୍ତି । 

ବିଜେପି ଶାସନରେ ଆଇନ କ’ଣ ଅଲଗା ଅଲଗା ବୋଲି ନବୀନ ପ୍ରଶ୍ନ କରିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତୁରନ୍ତ ହସ୍ତକ୍ଷେପ ଦାବି କରିଛନ୍ତି ।  ଲୋକଙ୍କ ସ୍ୱର ଉଠାଇବାରୁ ମହିଳା ସରପଞ୍ଚଙ୍କ ଉପରେ ଦମନଲୀଳା ହେଉଛି ।  ରାଜ୍ୟରେ ଅଗଣିତ ମହିଳାଙ୍କ ସୁରକ୍ଷାକୁ ନେଇ ବିରୋଧୀ ଦଳ ନେତା ଉଦବେଗ ପ୍ରକାଶ କରିଛନ୍ତି ।

Post Views: 17
Share197Tweet123Send
Voice of Victims

Voice of Victims

Recent Posts

  • ଓମାନ ତଟୀୟ ଅଞ୍ଚଳରେ ବୁଡ଼ିଲା ଡଙ୍ଗା, ୧୪ ଭାରତୀୟ ନାଗରିକ ଥିବା ସୂଚନା, ଉଦ୍ଧାର କାର୍ଯ୍ୟ ଜାରି
  • ମେଡିକାଲ ବେଡ୍ ରୁ ଚାମେଲି ଓଝାଙ୍କ ଅଭିଯୋଗ, କହିଲେ ଦିଆଯାଉଛି ନର୍ଯାତନା, ବିଭିନ୍ନ ମହିଳା ସଂଗଠନ ଭେଟିଲେ
  • ନାରୀ ସମ୍ମାନ କାହିଁ?, ବିଜେପି ସରକାର ଉପରେ ବର୍ଷିଲେ ନବୀନ
  • ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ, ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ
  • ରଣପୁର ମନ୍ଦାକିନୀ ସାହିତ୍ୟ ସଂସ୍କୃତି ସଂସଦର ସାହିତ୍ୟ ଉତ୍ସବ ଓ କବିତା ଆସର ଅନୁଷ୍ଠିତ, ମେଟ୍ରିକ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଏ-୧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In