• About Us
  • Contact Us
Wednesday, June 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମେଡିକାଲ ବେଡ୍ ରୁ ଚାମେଲି ଓଝାଙ୍କ ଅଭିଯୋଗ, କହିଲେ ଦିଆଯାଉଛି ନର୍ଯାତନା, ବିଭିନ୍ନ ମହିଳା ସଂଗଠନ ଭେଟିଲେ

by Voice of Victims
June 15, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମେଡିକାଲ ବେଡ୍ ରୁ ଚାମେଲି ଓଝାଙ୍କ ଅଭିଯୋଗ, କହିଲେ ଦିଆଯାଉଛି ନର୍ଯାତନା, ବିଭିନ୍ନ ମହିଳା ସଂଗଠନ ଭେଟିଲେ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପାଇଁ ରଜରେ ନୂଆ ଡ୍ରେସ୍ ଆଣିଛନ୍ତି ତାଙ୍କ ମା ଭାରତୀ ଓଝା  l  ଆଜି ପହିଲି ରଜରେ ହସ୍ପିଟାଲରେ ନୂଆ ଡ୍ରେସ୍ ପିନ୍ଧିଛନ୍ତି ଚାମେଲି  l  ଚାମେଲି କହିଛନ୍ତି, ପୋଲିସ ଉପରେ ମୋର ଭରସା ନାହିଁ ।

ଏଥିସହ ମହାକାଳପଡା ବିଧାୟକଙ୍କ ଇସ୍ତଫା ଦାବି ମଧ୍ୟ କରିଛନ୍ତି ଚାମେଲି ।  ସେପଟେ ବିଭିନ୍ନ ମହିଳା ସଂଗଠନ, ବିଜୁ ଛାତ୍ର ଜନତା ଦଳ ସଭାପତି ଇପ୍ସିତା ସାହୁଙ୍କ ସହ କେନ୍ଦ୍ରାପଡା ଜିଲ୍ଲା ମହିଳା ବିଜେଡି ସଭାପତି ସରିତା ସାହୁ, ଜିଲ୍ଲାପରିଷଦ ଅଧ୍ୟକ୍ଷା ଲିଲିତା ଦାସ,ବିଧାୟକ ଗଣେଶ୍ବର ବେହେରା ପ୍ରମୁଖ ଜିଲ୍ଲାପାଳ ଓ ଏସପିଙ୍କୁ ଭେଟି ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି ।

ଦଫା କୋହଳ ସହ ଚାମେଲିଙ୍କୁ ଉତ୍ତମ ଚିକିତ୍ସା, ପୋଲିସ ଓ ବିଡ଼ିଓଙ୍କ ବିରୋଧ ରେ କାର୍ଯ୍ୟାନୁଷ୍ଠାନ, ସମସ୍ତ ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତ ମୁଳକ ପଦକ୍ଷେପ, ଚାମେଲିଙ୍କୁ ନ୍ୟାୟ ପ୍ରଦାନ ପାଇଁ ଦାବି ପତ୍ର ପ୍ରଦାନ କରାଯାଇଛି । ଜିଲ୍ଲାପାଳ ରଘୁରାମ ଆର. ଆୟର କହିଛନ୍ତି, ସମସ୍ତ ଦିଗକୁ ନେଇ ତଦନ୍ତ କରାଯାଉଛି। ଯିଏବି ଦୋଷୀ ହେଉନା କାହିଁକି କାହାକୁ ଛଡାଯିବ ନାହିଁ।ଅନ୍ୟପଟେ ଗଣମାଧ୍ୟମଙ୍କୁ ଏସପି ସିଦ୍ଧାର୍ଥ କଟାରିଆ ପ୍ରତିକ୍ରିୟା ଦେବାକୁ ମନା କରିଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି ।

Post Views: 24
Share198Tweet124Send
Voice of Victims

Voice of Victims

Recent Posts

  • ହରିଦ୍ବାରରୁ ଫେରୁଥିବା ବେଳେ ଅସୁସ୍ଥ ହୋଇପଡ଼ିଲେ ବରିଷ୍ଠ ବିଜେପି ନେତ୍ରୀ ଉମା ଭାରତୀ, ରାସ୍ତାରେ କରାଗଲା ଚିକିତ୍ସା
  • ରଥଖଳାରେ ବିବାଦ, ରଥ ନିର୍ମାଣ କାର୍ଯ୍ୟ ବନ୍ଦ କଲେ ବିଶ୍ବକର୍ମା ମହାରଣା ସେବାୟତ
  • ସରକାରଙ୍କ ପ୍ରଚାର କଲେ ମିଳିବ ଦରମା
  • ଆଡମିଟ୍‌ କାର୍ଡ ଦେଖାଇଲେ ନିଟ୍ ପରୀକ୍ଷାର୍ଥୀଙ୍କୁ ମାଗଣା ବସ୍‌ ସେବା
  • କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ମିଳିଲା ଜାମିନ୍‌, ଜାମିନ୍‌ ପ୍ରଦାନ କଲେ SDJM କୋର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In