• About Us
  • Contact Us
Saturday, June 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଇରଙ୍ଗପୁରରେ ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ ସହ ଏକାଧିକ ପ୍ରକଳ୍ପର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

by Voice of Victims
June 20, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ରାଇରଙ୍ଗପୁରରେ ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ ସହ ଏକାଧିକ ପ୍ରକଳ୍ପର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ରାଇରଙ୍ଗପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ପହଞ୍ଚିଛନ୍ତି ।

ରାଇରଙ୍ଗପୁରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଏମ୍ସ (AIIMS) ଭୁବନେଶ୍ୱରର ସହାଭାଗିତାରେ ଆୟୋଜିତ ପ୍ରଥମ ମାଗଣା ସ୍ୱାସ୍ଥ୍ୟ ଶିବିରର ଶୁଭାରମ୍ଭ କରିଥିଲେ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହିତ କଥା ହୋଇଥିଲେ ।

ଏହାପରେ ରାଷ୍ଟ୍ରପତି କୁସୁମୀ ବ୍ଲକ ପାଇଁ ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ, ବ୍ରହ୍ମାକୁମାରୀ ସଂଗଠନର ନୂତନ ଭବନ, ସ୍ପେଶାଲ ସର୍କିଟ ହାଉସ ଏବଂ ନବଗଠିତ ରାଇରଙ୍ଗପୁର ପୋଲିସ ଜିଲ୍ଲାର ନୂତନ ଆରକ୍ଷୀ ଅଧିକ୍ଷକ କାର୍ଯ୍ୟାଳୟ ସମେତ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଜନହିତକର ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି।

ରାଜ୍ୟରେ ବିକାଶର ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବାକୁ ଯାଉଥିବା ଏହି ସମସ୍ତ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ସମୟରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଜନପ୍ରତିନିଧି ଉପସ୍ଥିତ ଥିଲେ।

Post Views: 33
Share200Tweet125Send
Voice of Victims

Voice of Victims

Recent Posts

  • ରମେଶ ଚନ୍ଦ୍ର ମିଶ୍ରଙ୍କ ଗୋବର୍ଦ୍ଧନେଶ୍ୱର ପୁସ୍ତକ ଉନ୍ମୋଚିତ
  • ସିଗନାଲସ କୋରରୁ 6 ଓଡ଼ିଆ ଅଗ୍ନିବୀରଙ୍କ ସହିତ 726 ଅଗ୍ନିବୀରଙ୍କ ପାସିଂ ଆଉଟ ପ୍ୟାରେଡ ସମ୍ପନ୍ନ
  • ରାଇରଙ୍ଗପୁରରେ ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ ସହ ଏକାଧିକ ପ୍ରକଳ୍ପର ଉଦ୍‌ଘାଟନ କଲେ ରାଷ୍ଟ୍ରପତି
  • ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାକୁ ମିଳିବ ୪୬,୦୦୦ କୋଟିର ପ୍ରକଳ୍ପ ଭେଟି
  • ଓଡ଼ିଶାକୁ ମିଳିବ ଆଉ ୪୦୦ ଇ-ବସ୍, ରାସ୍ତାରେ ଗଡ଼ିବ ହାଇଡ୍ରୋଜେନ୍ ବସ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In