• About Us
  • Contact Us
Sunday, June 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜାପାନରେ ଭୂକମ୍ପ ଝଟକା, ତୀବ୍ରତା ୬.୧

by Voice of Victims
June 28, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ପୁଣି ଭାରତରେ ଭୂକମ୍ପର ଝଟକା, ତୀବ୍ରତା ୩.୨

ଜାପାନ : ଆଜି ସକାଳେ ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଉତ୍ତର-ପୂର୍ବ ଜାପାନର ତୀବ୍ରତା ୬.୧ ଥିବା ଜଣାପଡିଛି । କିନ୍ତୁ ଏହି ଭୂକମ୍ପ ପରେ କୌଣସି ସୁନାମୀ ଚେତାବନୀ ଜାରି କରାଯାଇନାହିଁ । ବର୍ତ୍ତମାନ ଏହି ଭୂକମ୍ପ ଯୋଗୁଁ କ୍ଷୟକ୍ଷତି କିମ୍ବା ମୃତାହତର କୌଣସି ସୂଚନା ନାହିଁ । କ୍ରମାଗତ ଭୂମିକମ୍ପ ଯୋଗୁଁ ମାଟି ଅତଡ଼ା ଖସିବାର ଆଶଙ୍କା ବୃଦ୍ଧି ପାଇଛି । ଏଥିସହ ଭୂକମ୍ପ ଝଟକା ସମସ୍ତଙ୍କ ଚିନ୍ତାକୁ ବଢାଇଦେଇଛି ।

ସୂଚନାନୁଯାୟୀ, ଆଜି ସକାଳ ୭ଟା ୨୫ ମିନିଟରେ ଇୱାଟ ପ୍ରଦେଶର ଉପକୂଳରେ ଭୂକମ୍ପ ହୋଇଥିଲା । ଯାହାର ଗଭୀରତା ପ୍ରାୟ ୪୦ କିଲୋମିଟର ଥିଲା । ଏହି ଭୂକମ୍ପ ଆଓମୋରି ପ୍ରଦେଶ ଏବଂ ନିକଟସ୍ଥ ଅନ୍ୟାନ୍ୟ ଅଞ୍ଚଳକୁ ଥରାଇ ଦେଇଥିଲା ।ସୂଚନାଯୋଗ୍ୟ, ବୁଧବାର ଦୁଇଟି ଭୟଙ୍କର ଭୂମିକମ୍ପରେ ଭେନେଜୁଏଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଭେନେଜୁଏଲା ଭୂକମ୍ପ ପ୍ରକୋପରେ ମୃତ୍ୟୁ ସଂଖ୍ୟା ୧୪୩୦ରେ ପହଞ୍ଚିଛି । ଶକ୍ତିଶାଳୀ ଭୂକମ୍ପ ପାଇଁ ଭେନେଜୁଏଲାରେ ସୁନାମି ଆଲର୍ଟ ଜାରି କରାଯାଇଥିଲା ।

Post Views: 15
Share197Tweet123Send
Voice of Victims

Voice of Victims

Recent Posts

  • ପତଞ୍ଜଳି ପକ୍ଷରୁ ଭୂକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ସାମୁହିକ ଯଜ୍ଞ
  • ଏସୀୟ କ୍ରୀଡ଼ାରେ ଖେଳିବେ ନୀରଜ
  • ଜାପାନରେ ଭୂକମ୍ପ ଝଟକା, ତୀବ୍ରତା ୬.୧
  • ୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା
  • ୧୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In