• About Us
  • Contact Us
Friday, September 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୟାଗଡ଼ ଜିଲ୍ଲାପାଳଙ୍କ ରଣପୁର ବ୍ଲକରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

by Voice of Victims
June 29, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ନୟାଗଡ଼ ଜିଲ୍ଲାପାଳଙ୍କ ରଣପୁର ବ୍ଲକରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

ରଣପୁର, ୨୯/୦୬: ନୟାଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ରଣପୁର ବ୍ଲକ ମୁଖ୍ୟାଳୟ ଠାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଜନ ଶୁଣାଣି ଶିବିରରେ ମୋଟ ୨୧୩ଟି ଆବେଦନ ଗ୍ରହଣ କରାଯାଇଥିଲା।ପ୍ରାପ୍ତ ଆବେଦନ ମଧ୍ୟରୁ ୨୦୦ଟି ବ୍ୟକ୍ତିଗତ ସମସ୍ୟା, ୬ଟି ଗ୍ରାମର ସାମୂହିକ ସମସ୍ୟା, ୫ଟି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସମ୍ବନ୍ଧୀୟ ଏବଂ ୨ଟି ରେଡ୍ କ୍ରସ୍ ସହାୟତା ସମ୍ବନ୍ଧୀୟ ଆବେଦନ ରହିଥିଲା।ଶିବିରରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ମୋଟ ପ୍ରାପ୍ତ ଆବେଦନ ମଧ୍ୟରୁ ୬୬ଟି ମାମଲାର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ଆବେଦନଗୁଡ଼ିକୁ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗକୁ ପଠାଯାଇଛି।ଜନସାଧାରଣଙ୍କ ସମସ୍ୟାର ଶୀଘ୍ର ସମାଧାନ ଓ ପ୍ରଶାସନକୁ ଲୋକଙ୍କ ନିକଟତର କରିବା ଉଦ୍ଦେଶ୍ୟରେ ଏଭଳି ଜନ ଶୁଣାଣି ଶିବିର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଶିବିରରେ ବହୁ ସଂଖ୍ୟକ ଜନସାଧାରଣ ଉପସ୍ଥିତ ରହି ସେମାନଙ୍କ ଅଭିଯୋଗ ଓ ସମସ୍ୟା ଉପସ୍ଥାପନ କରିଥିଲେ।

Post Views: 39
Share199Tweet124Send
Voice of Victims

Voice of Victims

Recent Posts

  • ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୧୦ ହଜାରରୁ ୬ ହଜାର ହେଲା PUCC ଜରିମାନା
  • ରାଷ୍ଟ୍ରପତି ଭବନରେ ଗଞ୍ଜାମ ଜିଲ୍ଲାର ୯୦ରୁ ଊର୍ଦ୍ଧ୍ୱ ଲୋକକଳାକାର
  • ଆତଙ୍କବାଦୀଙ୍କ ଦ୍ୱାରା ହତ୍ୟା କରାଯିବା ନେଇ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନଙ୍କୁ ଧମକ
  • ମମତା ବାନାର୍ଜୀଙ୍କ ଝିଆରୀଙ୍କ ସନ୍ଦେହଜନକ ମୃତ୍ୟୁ, ଚାକିରି ହରାଇ ଡିପ୍ରେସନରେ ଥିଲେ
  • ନେପାଳ ଦୁର୍ଦ୍ଦଶାର କରୁଣ ଚିତ୍ର, ଗୋଟିଏ ରୁମରୁ ମିଳିଲା ୨୩ ମୃତଦେହ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In