• About Us
  • Contact Us
Monday, July 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା, ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସୂଚନା

by Voice of Victims
July 6, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା, ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା । ସରକାରଙ୍କୁ ଇସ୍ତଫା ନେବାକୁ ମାଗିଲେ ଅନୁମତି । ୨୦୧୩ ବ୍ୟାଚ ଆଇପିଏସ୍ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର କୁ ନେଇ ବଢ଼ିଲା ଚର୍ଚ୍ଚା । ନିଜର ୧୩ବର୍ଷର କାର୍ଯ କାଳ ପରେ ଏଭଳି ଇସ୍ତଫା ପତ୍ର କୁ ନେଇ ଏବେ ଚର୍ଚ୍ଚା । ଗତ ୨୮ଫେବୃଆରୀ ୨୦୨୫ରେ ସେ ଭୁବନେଶ୍ୱରର ଡିସିପି ଭାବେ ଯୋଗଦେଇଥିଲେ ।

ଏନେଇ‌ ଏହାରି ଭିତରେ କଟକ ଡିସିପି, ଅନୁଗୁଳ ଏସପି ଓ ଗଞ୍ଜାମ ଏସପି ଭାବେ ମଧ୍ୟ ଦାୟିତ୍ବ ତୁଲାଇସାରିଛତି । ତେବେ ଇସ୍ତଫା ପତ୍ର ଏବେ ଗ୍ରହଣ ହୋଇନଥିବା ବେଳେ କିନ୍ତୁ ଇସ୍ତଫା ପାଇଁ ଦେଇଥିବା ସେ ସ୍ବୀକାର କରିଛନ୍ତି । କିନ୍ତୁ ଏହାର‌ କାରଣ କିଛି କହିନାହାନ୍ତି ଏହା  ବ୍ୟକ୍ତିଗତ ।

Post Views: 21
Share198Tweet124Send
Voice of Victims

Voice of Victims

Recent Posts

  • ସମ୍ ହସ୍ପିଟାଲରେ ଏକ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର
  • ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ରନ୍ଧନ ଗ୍ୟାସ ଯୋଗାଣ ଉପରେ ଉଠିଲା ଜରୁରୀକାଳୀନ ନିୟନ୍ତ୍ରଣ
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ ଆସନ ପାଇଁ ଲଢିବେ ପ୍ରଶାନ୍ତ କିଶୋର, ଜୁଲାଇ ୩୦ରେ ଭୋଟିଂ
  • ଭାରତକୁ ଆସୁଛି ୧୫ ସାର ବୋଝେଇ ଜାହାଜ, କୃଷକଙ୍କ ପାଇଁ ଆଶ୍ୱସ୍ତି
  • ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା, ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In