• About Us
  • Contact Us
Tuesday, August 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି, ନୂଆ ହିତାଧିକାରୀଙ୍କୁ ମିଳିବ ଏକକାଳୀନ କିସ୍ତି

by Voice of Victims
July 10, 2026
in ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି । ଆରମ୍ଭରୁ କିସ୍ତି ପାଇ ନଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକକାଳୀନ କିସ୍ତି ମିଳିବ। ସୁଭଦ୍ରା ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ପୂର୍ବରୁ ୨୦୨୬-୨୦୨୭ ବର୍ଷରେ ନୂଆ ୩ ଲକ୍ଷ ୧୭ ହଜାର ୯୬୬ ଆବେଦନ କରିଛନ୍ତି । ଫିଲ୍ଡ ଭେରିଫିକେସନ ସହ ଆନୁଷଙ୍ଗିକ ବ୍ୟବସ୍ଥା ନେଇ ସମୀକ୍ଷା ହୋଇଛି । ଜୁଲାଇ ୨୫ ସୁଦ୍ଧା ଫିଲ୍ଡ ଯାଞ୍ଚ ଶେଷ କରିବାକୁ ନିର୍ଦ୍ଦେଶ ରହିଛି । ନନ୍ ବାଓମେଟ୍ରିକ ୨୮ ହଜାର ହିତାଧିକାରୀ ଅଛନ୍ତି । ସୁଭଦ୍ରା ପୋର୍ଟାଲରେ ଯେଉଁମାନଙ୍କର ନନ୍ ବାଓମେଟ୍ରିକ ଦେଖାଉଛି ସେମାନେ ଜୁଲାଇ ପୂର୍ବରୁ ଜନସେବା କେନ୍ଦ୍ରରେ ଠିକ କରାଇନେବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

ଯାହାର ଅଧିକ ଜମି ଅଛି ବୋଲି ସମସ୍ୟା ରହିଛି କିମ୍ବା ଇନକମ ଟ୍ୟାକ୍ସ ନେଇ କିଛି ଅଭିଯୋଗ ଯୋଗୁ ବ୍ଲକ୍ ହୋଇ ରହିଛି ସେମାନେ ଫିଲ୍ଡ ଭେରିଫିକେସନ ବେଳେ ଜଣାନ୍ତୁ । ଯେଉଁ ଯୋଗ୍ୟ ହିତାଧିକାରୀ ଆରମ୍ଭରୁ କିସ୍ତି ପାଇ ନାହାନ୍ତି ସେମାନଙ୍କୁ ଏକକାଳୀନ କିସ୍ତି ମିଳିବ । ଶେଷ ହିତାଧିକାରୀଙ୍କୁ ଟଙ୍କା ମିଳିବା ପର୍ଯ୍ୟନ୍ତ ଏହି ପ୍ରୟାସ ଜାରି ରହିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Post Views: 132
Share200Tweet125Send
Voice of Victims

Voice of Victims

Recent Posts

  • ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି
  • “ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ
  • ଅଡୁଆରେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
  • ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ଅଧିବେଶନ, ରହିବ ୯ କାର୍ଯ୍ୟଦିବସ
  • ୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In