• About Us
  • Contact Us
Wednesday, July 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

by Voice of Victims
July 14, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ୍ ଷ୍ଟାଫଙ୍କ କଲ୍ୟାଣ ପାଇଁ ସେମାନଙ୍କ ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କରିଛନ୍ତି। ଏହା ସହିତ କେରି ଓ ଫାଳର ମୂଲ୍ୟରେ ମଧ୍ୟ ବୃଦ୍ଧି କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରୋସେସ ଏରିଆରେ କେନ୍ଦୁପତ୍ର କେରି (୨୦ଟି) ପିଛା ମୂଲ୍ୟ ୧୦ ପଇସା ବୃଦ୍ଧି କରାଯାଇଥିବା ବେଳେ ଫାଳ (୪୦ଟି) ପିଛା ମୂଲ୍ୟ ୨୦ ପଇସା ବୃଦ୍ଧି କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ୧୦.୭୮ କୋଟି ଟଙ୍କା ଖର୍ଚ୍ଚ ବହନ କରିବେ।

ସେହିପରି କେନ୍ଦୁପତ୍ର ତୋଳାଳୀମାନଙ୍କ ପାଇଁ ୨୫ ପ୍ରତିଶତ ବୋନସ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହା ସହିତ ବନ୍ଧାଳୀ ଓ ସିଜିନାଲ୍ ଷ୍ଟାଫଙ୍କ ପାଇଁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ବହନ କରିବେ। ରାଜ୍ୟ ସରକାର ସମୁଦାୟ ୭୪.୭୮ କୋଟି ଟଙ୍କା ଖର୍ଚ୍ଚ କରିବେ।

Post Views: 15
Share197Tweet123Send
Voice of Victims

Voice of Victims

Recent Posts

  • ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ୨୬ ବର୍ଷ ପରେ ଜେଲରୁ ବାହାରିବେ ଦାରା ସିଂ
  • ହମିଦ୍ ହତ୍ୟାକାଣ୍ଡରେ ପୋଲିସ ର ବଡ ସଫଳତା , ୬ ଅଭିଯୁକ୍ତ ଗିରଫ
  • ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ଚଣ୍ଡିଖୋଲ ସ୍ଥିତ ଶ୍ରୀ ମହାବିନାୟକଙ୍କ ପରିଦର୍ଶନ
  • କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି
  • କରୋନାର କରାଳ ରୂପ: ୨ ଜଣଙ୍କ ମୃତ୍ୟୁ ପରେ ଓଡ଼ିଶାରେ ବଢ଼ିଲା ଟେନସନ୍, ସୀମାନ୍ତରେ ହାଇ ଆଲର୍ଟ…

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In