• About Us
  • Contact Us
Saturday, July 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା : ସିଇସି

by Voice of Victims
July 24, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆସନ୍ତା ୯ ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର, ଜୁଲାଇ ୨୪: ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ଉତର ଉପକୂଳ ଓଡ଼ିଶା ଅଂଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୋଆ(ଶିକ୍ଷା \’ଓ\’ ଅନୁସନ୍ଧାନ) ଡିମ୍ଡ ଟୁ ବି ୟୁନିଭର୍ସିଟି ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ କୁହାଯାଇଛି ।

ସିଇସି କହିଛି ଯେ, ପାଣିପାଗ ପ୍ରଭାବରେ ଜୁଲାଇ ୨୫ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ଉତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଏବଂ ମହାନଦୀର ଅବବାହିକା ଅଂଚଳରେ ମଧ୍ୟ ଉଲ୍ଲେଖନୀୟ ବର୍ଷା ହେବାର ସମ୍ଭାବନା ରହିଛି ।

Post Views: 16
Share197Tweet123Send
Voice of Victims

Voice of Victims

Recent Posts

  • ଯୁବ ମାନସିକତା ଓ ଦୃଢ଼ ମନା ଯୁବ ସମାଜ ବିଷୟବସ୍ତୁକୁ ନେଇ ସୋଆରେ କର୍ମଶାଳା
  • ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା : ସିଇସି
  • ବଢ଼ୁଛି ହୀରାକୁଦର ଜଳସ୍ତର, ଖୋଲିଲା ଜଳଭଣ୍ଡାରର ଆଉ ୪ ଗେଟ୍
  • ବାହୁଡ଼ା ଯାତ୍ରା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ବୟାନ, କହିଲେ ୪ଟା ପୂର୍ବରୁ ହେବ ରଥ ଟଣା
  • “ପେପର ଲିକ୍ ର ଦୋଷୀଙ୍କ ପାଇଁ ଫାଷ୍ଟ ଟ୍ରାକ୍ କୋର୍ଟ”: ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ CJPର ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In