• About Us
  • Contact Us
Monday, July 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ଜଣେ ଟାଣୁଆ ନେତା ସୁଶାନ୍ତ ସିଂହଙ୍କ ପରଲୋକ

by Voice of Victims
July 27, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ଜଣେ ଟାଣୁଆ ନେତା ସୁଶାନ୍ତ ସିଂହଙ୍କ ପରଲୋକ

ଭୁବନେଶ୍ବର: ବିଜେଡିର ଜଣେ ଟାଣୁଆ ନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ହେଲେ କିଛିଦିନ ତଳେ ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସା କରାଯାଉଥିଲା। ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା।

ସୁଶାନ୍ତ ସିଂହ ବରଗଡ଼ ଜିଲ୍ଲା ଭଟଲି ନିର୍ବାଚନ ମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇଥିଲେ। ସେ  ୨୦୦୯ ରୁ ୨୦୧୯ ମସିହା ପର୍ଯ୍ୟନ୍ତ ବିଧାୟକ ଥିଲେ। ଓଡ଼ିଶା ସରକାରରେ ସେ ଗ୍ରାମ୍ୟ ଉନ୍ନୟନ ଏବଂ ଶ୍ରମମନ୍ତ୍ରୀ ହେବାର ସୁଯୋଗ ପାଇଥିଲେ। ବିଶେଷ କରି ବିଜେପୁର ଉପନିର୍ବାଚନ ସମୟରେ ତାଙ୍କର ନିର୍ବାଚନୀ ଗୋଟିଚାଳନା ଯୋଗୁଁ ସେ ରାଜ୍ୟ ରାଜନୀତିରେ ବେଶୀ ଚର୍ଚ୍ଚିତ ହୋଇଥିଲେ। ଏହା ପରେ ସୁଶାନ୍ତଙ୍କୁ ନବୀନ ପଟ୍ଟନାୟକ ନିଜ ପରବର୍ତ୍ତୀ ମନ୍ତ୍ରିମଣ୍ଡଳରେ ସ୍ଥାନିତ କରିଥିଲେ। ତାଙ୍କ ବିୟୋଗରେ ଓଡିଶା ରାଜନୀତିରେ ଶୋକର ଛାୟା ଖେଳିଯାଇଛି।

Post Views: 25
Share198Tweet124Send
Voice of Victims

Voice of Victims

Recent Posts

  • କୃତ୍ରିମ ବୁଦ୍ଧିମତା ହିଁ ସାଂପତ୍ରିକ ଭାରତର ଆହ୍ୱାନ: ପ୍ରଫେସର ସୁଧିନ୍ଦ୍ର ନାଥ ପଣ୍ଡା, ସୋଆରେ ବିଂଶତମ ଏମ ଏସ ସ୍ୱାମୀନାଥନ ସ୍ମାରକୀ ବକ୍ତୃତା ମାଳା
  • ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
  • ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ଦ୍ୱାରା ପୋଷ୍ୟ ପଂଚାୟତ , ଗୁହାଳସିଙ୍ଘରେ ପ୍ରାଥମିକ ଆଇନ ସହାୟତା ପରାମର୍ଶ କେନ୍ଦ୍ର ଉଦଘାଟନ
  • ରଣପୁର ମହାବିଦ୍ୟାଳୟର ୪୮ତମ ପ୍ରତିଷ୍ଠା ଦିବସ ପାଳିତ, ଚରିତ୍ର ଗଠନ ସହ ସମାଜସେବାର ଆଦର୍ଶରେ ଗଢ଼ି ଉଠନ୍ତୁ ଯୁବପିଢ଼ି: ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା
  • ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In