• About Us
  • Contact Us
Thursday, July 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୪ ଜିଲ୍ଲାରେ ସ୍କୁଲ ଛୁଟି, ଘୋଷଣା କଲେ ଜିଲ୍ଲା ପ୍ରଶାସନ

by Voice of Victims
July 30, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଲଗାଣ ବର୍ଷା, ଭଦ୍ରକରେ ଦିନକ ପାଇଁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ୪ ଜିଲ୍ଲାରେ ସ୍କୁଲ ଛୁଟି କରାଯାଇଛି । ଏଥିସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ସ୍କୁଲ ଛୁଟି ନିଷ୍ପତ୍ତି ଲାଗୁ କରାଯାଇଛି ।

ଏପରି ସ୍ଥିତିରେ ସମସ୍ତ ଅଙ୍ଗନବାଡି, ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ। ଲଗାଣ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ କିଛି ସ୍ଥାନରେ ବନ୍ୟା ଜଳ ରାସ୍ତା ଉପରେ ପ୍ରବାହିତ ହେଉଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ଅଭିଭାବକମାନଙ୍କୁ ମଧ୍ୟ ପିଲାମାନଙ୍କୁ ଅନାବଶ୍ୟକ ଭାବେ ବାହାରକୁ ନ ପଠାଇବାକୁ ପରାମର୍ଶ ଦିଆଯାଇଛି । ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସଚେତନ ରହିବା ସହ ପ୍ରଶାସନର ପରାମର୍ଶ ମାନିବାକୁ କୁହାଯାଇଛି ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ଆଇପିଏସ୍ ଅଧିକାରୀ ଡ଼ି.ଏସ୍‌.କୁଟ୍ଟେ ଓ ଆଶିଷ କୁମାର ସିଂହଙ୍କ ବିରୋଧରେ ତୁରନ୍ତ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଏବଂ ବବି ଦାସଙ୍କ ସରକାରୀ କ୍ୱାର୍ଟରରେ ବେଆଇନ ବଙ୍ଗଳା ନିର୍ମାଣ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଓସା
  • ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା, ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ମାନପତ୍ର, ଟ୍ରଫି ଓ ୫ ହଜାର ଟଙ୍କାର ପୁରସ୍କାର ପ୍ରଦାନ
  • ବନ୍ୟା ବିତ୍ପାତ: ଏବେ ସୁଦ୍ଧା ଗଲାଣି ୭୫ ଜଣଙ୍କ ଜୀବନ, ୩ ଲକ୍ଷ ଲୋକ ପ୍ରଭାବିତ
  • କୋଇଲା ବ୍ଲକ ଆବଣ୍ଟନ, ଦିବଂଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ କ୍ଲିନ୍ ଚିଟ୍ ଦେଲେ ସୁପ୍ରିମକୋର୍ଟ
  • ୪ ଜିଲ୍ଲାରେ ସ୍କୁଲ ଛୁଟି, ଘୋଷଣା କଲେ ଜିଲ୍ଲା ପ୍ରଶାସନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In