• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର !

by Voice of Victims
August 12, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସରିଛି ରାଜ୍ୟ କ୍ୟାବିନେଟ୍ ବୈଠକ, ୬ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ଓଡ଼ିଶା କ୍ୟାବିନେଟ୍

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟ । ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ୯ରୁ ଅଧିକ ପ୍ରସ୍ତାବରେ ବାଜିପାରେ ମୋହର । ସୂଚନା ଅନୁଯାୟୀ, ରାଜସ୍ବ,ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ ଓ ଜଳସମ୍ପଦ, ପଞ୍ଚାୟତିରାଜ ଓ ଶିକ୍ଷା, ସ୍ବାସ୍ଥ୍ୟ ବିଭାଗ ଭଳି ବିଭିନ୍ନ ବିଭାଗର ପ୍ରସ୍ତାବ ଉପସ୍ଥାପନ ହେବାର ରହିଛି ।

ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବିଭାଗରେ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ କରିବା ସହ ପ୍ରତ୍ୟେକ ଜିଲାପାଳଙ୍କୁ ୨୫ଟି ଲେଖାଏଁ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ କୁହାଯାଇଛି । ସରକାରଙ୍କ ପକ୍ଷରୁ ବିଶେଷ କରି କୃଷକଙ୍କ ବିକାଶକୁ ଦୃଷ୍ଟିରେ ରଖି ଇନ୍‌ପୁଟ ସବ୍‌ସିଡି ପ୍ରଦାନ, ମହିଳା ସଶକ୍ତୀକରଣ ଲାଗି ସୁଭଦ୍ରା’ ଯୋଜନା ଲାଗୁ, ଶିକ୍ଷାକୁ ସାର୍ବନଜୀନ କରିବା ସହ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଲାଗି ଗୁରୁତ୍ୱ ଦିଆଯାଉଛି ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା
  • ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In