• About Us
  • Contact Us
Sunday, August 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଟ୍ବିନ ସିଟିରେ ଲଗାଣ ବର୍ଷା, ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ

by Voice of Victims
August 16, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ବର: ଟ୍ବିନ ସିଟିରେ ଲଗାଣ ବର୍ଷା। କଟକ ଓ ଭୁବନେଶ୍ୱରରେ ସକାଳୁ ଆରମ୍ଭ ହୋଇଯାଇଛି ଝିପିଝିପି ବର୍ଷା । ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୬ଟି ଜିଲ୍ଲା ପାଇଁ ଆଗାମୀ ୩ ଘଣ୍ଟା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ଅନୁଗୁଳ, ନୂଆପଡ଼ା, ବରଗଡ଼, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ବିଶେଷ କରି କଟକ ସହର ଓ ଭୁବନେଶ୍ୱର ସହର ଅଞ୍ଚଳରେ ବର୍ଷାର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ବିଶେଷ କରି କଟକ ଓ ଭୁବନେଶ୍ୱର ସହରରେ ବର୍ଷାର ପ୍ରଭାବ ଅଧିକ ରହିପାରେ। ବର୍ଷା ସମୟରେ ବଜ୍ରପାତର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବା ସହ ଆବଶ୍ୟକ ନଥିଲେ ଖୋଲା ସ୍ଥାନକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଆଗାମୀ କିଛି ଘଣ୍ଟା ଧରି ପାଗ ଉପରେ ନଜର ରଖିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ସିକ୍କିମରେ ବିଶାଳ ଭୂସ୍ଖଳନ, ଖସୁଛି ପାହାଡ଼, ବିପଦରେ ୧୫୦ ଲୋକ
  • ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ମୃତ୍ୟୁ, ଟିଏମସି କାର୍ଯ୍ୟାଳୟରୁ ମୃତଦେହ ଉଦ୍ଧାର
  • ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା
  • ଟ୍ବିନ ସିଟିରେ ଲଗାଣ ବର୍ଷା, ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ
  • ହରୀପ୍ରୀୟା ଇଂରାଜୀ ମିଡିୟମ୍ ବିଦ୍ୟାଳୟରେ ପାଳିତ ହେଲା ସ୍ୱାଧୀନତା ଦିବସ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In