• About Us
  • Contact Us
Wednesday, August 19, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

by Voice of Victims
August 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ମଙ୍ଗଳବାର ସକାଳେ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆଉ ୭ଟି ସ୍ଲୁଇସ ଗେଟ ଖୋଲାଯାଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୯ ଓ ଦକ୍ଷିଣ ପାର୍ଶର ୫ଟି ମିଶି ମୋଟ ୧୪ଟି ସ୍କୁଇସ ଗେଟ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଅପରାହ୍ନ ସାଢ଼େ ୩ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୦.୦୨ ଫୁଟକୁ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୨୪ ହଜାର ୬୧୪ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି।

ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରୀ ମୋଟ ୨ ଲକ୍ଷ ୫୪ ହଜାର ୧୩୭ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥି୍ଯଯଯରୁ ୧୨ଟି ସ୍ଲୁଇସ ଗେଟ ଜରିଆରେ ୨ ଲକ୍ଷ ୧୯ ହଜାର ୪୦୮ ଘନଫୁଟ ଏବଂ ବିଭିନ୍ନ କେନାଲ, ବିଦ୍ୟୁତ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ ୩୪,୭୨୯ ଘନଫୁଟ ଜଳ ନିଷ୍କାସିତ ହେଉଛି।

Post Views: 8
Share196Tweet123Send
Voice of Victims

Voice of Victims

Recent Posts

  • BNSSରେ ପ୍ରଥମ ଘଟଣା, ହାଫିଜ୍ ସୟିଦ୍ ସହ ୬ ପାକିସ୍ତାନୀ ଆତଙ୍କବାଦୀଙ୍କ ବିରୋଧରେ ଚାଲିବ ଅପରାଧିକ ମାମଲା
  • ୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌
  • ପୁଣି ସୃଷ୍ଟି ହେବ ଲଘୁଚାପ: ୩ ଦିନ ପରେ ବଢିବ ବର୍ଷା
  • ବୈତରଣୀ ନଦୀରେ ପଞ୍ଚମ ବନ୍ୟା, ପ୍ରଭାବିତ ଅଞ୍ଚଳରେ ଆଜି ବନ୍ଦ ରହିବ ସ୍କୁଲ
  • ହର୍ମୁଜ୍‌କୁ ନେଇ ତେଜିଲା ଟେନସନ୍‌, ଓମାନକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In