• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ, ଗଂଜାମ କାର୍ଯ୍ୟକ୍ରମ ବେଳେ ଘଟିଲା ଏହି ଅଘଟଣ

by Voice of Victims
February 22, 2024
in ମୁଖ୍ୟ ଖବର, ରାଜ୍ୟ
ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ, ଗଂଜାମ କାର୍ଯ୍ୟକ୍ରମ ବେଳେ ଘଟିଲା ଏହି ଅଘଟଣ

ଭୁବନେଶ୍ବର: ଆଜି 5ଟି ତଥା ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଉପରକୁ ଜଣେ ବ୍ୟକ୍ତି ଟମାଟୋ ମାଡ କରିଛି। ଆଜି ପାଣ୍ଡିଆନ ଗଂଜାମ ଜିଲ୍ଲା ବେଲଗୁଣ୍ଠା ଗସ୍ତ ବେଳେ ଏହି ଘଟଣା ଘଟିଛି। ଲୋକଟି ଟମାଟୋ ଫିଙ୍ଗି ପଳାଇଯାଉଥିବା ବେଳେ ସେଠାରେ ଉପସ୍ଥିତ ଲୋକେ ତାକୁ କାବୁ କରିଥିଲେ। ପରେ ପୋଲିସ ତାଙ୍କୁ କବଜା କରିଥିଲା।ତେବେ ଏହି ଘଟଣା ପରେ ମଧ୍ୟ ପାଣ୍ଡିଆନ ସେହି କାର୍ଯ୍ୟକ୍ରମକୁ ବାତିଲ କରି ନ ଥିଲେ। ସେ ସେଠାରେ ଉପସ୍ଥିତ ଲୋକଙ୍କୁ ଭାଷଣ ପ୍ରଦାନ କରିଥିଲେ। ସେ କହିଥିଲେ ଯେ, ମୋ ଉପରକୁ ଟମାଟୋ ଫିଙ୍ଗ, ଚପଲ ଫିଙ୍ଗ, ଗୁଳି ମାର ମୁଁ କେବେ ଅଟକିବି ନାହିଁ। ମୁଁ ଆପଣମାନଙ୍କୁ ଦେଖାକରିବାକୁ ଆସିବି। ସମସ୍ୟା ବୁଝିବାକୁ ଆସିବି। ତେବେ ଯେଉଁ ବ୍ୟକ୍ତି ଟମାଟୋ ମାରିଛି ସେ କଂଗ୍ରେସର ଜଣେ କର୍ମି ବୋଲି ଜଣାପଡିଛି।

Post Views: 44
Tags: The incident happened during the tomato maad
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In