• About Us
  • Contact Us
Tuesday, August 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଫୁଲୁଛି ମହାନଦୀ, ହୀରାକୁଦର ୧୬ ଗେଟ୍ ଖୋଲା

by Voice of Victims
August 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର: ଫୁଲୁଛି ମହାନଦୀ । ଖୋଲୁଛି ହାରୀକୁଦ ଜଳଭଣ୍ଡାରର ଅଧିକ ଗେଟ୍ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଗୋଟିଏ ପରେ ଗୋଟିଏ ଗେଟ ଖୋଲି ଚାଲିଛି । ବର୍ତ୍ତମାନ ୧୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମ ପଟୁ ୧୧ଟି ଓ ଡାହାଣ ପଟୁ ୫ଟି ଗେଟ୍ ଖୋଲାଯାଇଛି । ୨ ଲକ୍ଷ ୮୮ ହଜାର ୯୭୮ କ୍ୟୁସେକ ଜଳ ଜଳ ମହାନଦୀକୁ ନିଷ୍କାସିତ ହେଉଛି । ସେହିପରି ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୫୫ ହଜାର ୮୪୦ କ୍ୟୁସେକ ଜଳ ପ୍ରବେଶ କରୁଛି ।

ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୮୭ ଫୁଟ ରହିଛି । ଛତିଶଗଡ ର ବିଭିନ୍ନ ଜ଼ିଲ୍ଲାରେ ହୋଇଥିବା ବର୍ଷା ଯୋଗୁଁ ହୀରାକୁଦ ଜଲସ୍ତର ବୃଦ୍ଧି ପାଇଛି। ସେହିପରି ଝାରସୁଗୁଡା, ସୁନ୍ଦରଗଡ଼ ବରଗଡ଼ ଓ ସମ୍ବଲପୁର ଜ଼ିଲ୍ଲା ରେ ହୋଇଥିବା ବର୍ଷା ପାଣି ମଧ୍ୟ ହୀରାକୁଦ କୁ ପ୍ରବେଶ କରୁଛି । ଯାହାଫଳରେ ହୀରାକୁଦର ଜଳସ୍ତର ବଢି ବଢି ଚାଲିଛି ।

Post Views: 2
Share196Tweet123Send
Voice of Victims

Voice of Victims

Recent Posts

  • ୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ
  • ଫୁଲୁଛି ମହାନଦୀ, ହୀରାକୁଦର ୧୬ ଗେଟ୍ ଖୋଲା
  • ମାସ ଶେଷ ବେଳକୁ ପୁଣି ଲଘୁଚାପ, ଆଜି ଅତିପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ
  • ପିଆଜ ଦରରେ ଲାଗିବ ଲଗାମ: ଟ୍ରାକ୍‌ରେ ଆସିଲା ‘କାନ୍ଦା  ଏକ୍ସପ୍ରେସ’
  • ଇମ୍ରାନ ଖାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ପୂର୍ବତନ କ୍ୟାପ୍ଟେନ, ପ୍ରଧାନମନ୍ତ୍ରୀ ସରିଫଙ୍କୁ ଚିଠି ଲେଖିଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In