• About Us
  • Contact Us
Thursday, August 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସିଂହବାହିନୀରେ ନାଟକ ପରିବେଷଣ ବେଳେ ଅଘଟଣ, ମଞ୍ଚରେ ପଡ଼ି ଅଭିନେତା ପୀୟୁଷ ତ୍ରିପାଠୀ ଆହତ

by Voice of Victims
August 27, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସିଂହବାହିନୀରେ ନାଟକ ପରିବେଷଣ ବେଳେ ଅଘଟଣ, ମଞ୍ଚରେ ପଡ଼ି ଅଭିନେତା ପୀୟୁଷ ତ୍ରିପାଠୀ ଆହତ

ଦେବଗଡ଼ : ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଅଘଟଣ ଘଟିଛି । ଚିକିତ୍ସା ପାଇଁ ପୀୟୁଷଙ୍କୁ ବାରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସିଂହବାହିନୀରେ ନାଟକ ପରିବେଷଣ ବେଳେ ପୀୟୂଷ ଅସୁସ୍ଥ ହୋଇପଡିଥିଲେ । ବିଳମ୍ବିତ ରାତି ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ପରେ ଅନୁଷ୍ଠାନ ପକ୍ଷରୁ ନାଟକକୁ ଅଧାରୁ ବନ୍ଦ କରାଯାଇଥିଲା । ଘଟଣା ପରେ ଯାତ୍ରା ପରିବେଷଣକୁ ଅଧାରୁ ବନ୍ଦ କରାଯାଇଥିବା ଜଣାପଡ଼ିଛି । ଫଳରେ ଯାତ୍ରା ପ୍ରେମଙ୍କ ମଧ୍ୟ ନିରାଶ ପ୍ରକାଶ ପାଇଛି ।

ସୂଚନା ଅନୁସାରେ, ବୁଧବାର ଦେବଗଡ଼ ଜିଲ୍ଲା ବାସୁପାଲି ଗାଁରେ ‘ସିଂହବାହିନୀ ଯାତ୍ରା ପାର୍ଟି’ ପକ୍ଷରୁ ଏଡ଼ା ଯାତ୍ରା ପରିବେଷଣ ଚାଲିଥିଲା । ଏହି ସମୟରେ ଅଭିନେତା ପୀୟୁଷ ତ୍ରିପାଠୀ ଅଚାନକ ମଞ୍ଚରେ ପଡ଼ିଯାଇଥିଲେ । ଫଳରେ ସେ ଆହତ ହୋଇଥିଲେ । ତାଙ୍କ ମୁଣ୍ଡ ଓ କାନା ପାଖରେ ଆଘତ ଲାଗିଛି । ପୀୟୁଷଙ୍କୁ ଦେବଗଡ଼ ମୁଖ୍ୟହସ୍ପିଟାଲକୁ ସ୍ଥାନାନ୍ତରଣ କରାଯିବ ବୋଲି ସୂଚନା ମିଳିଛି ।  ସେଠାରେ ତାଙ୍କର ଏମ୍‌ଆର୍‌ଆଇ ଓ ସିଟି ସ୍କାନ୍‌ କରାଯିବ ବୋଲି ଜଣାପଡିଛି।

Post Views: 10
Share197Tweet123Send
Voice of Victims

Voice of Victims

Recent Posts

  • ନେପାଳ ସହାୟତା ପାଇଁ ପହଞ୍ଚିଲା ଭାରତୀୟ ବାୟୁସେନାର ୩ ଲଢୁଆ ବିମାନ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ
  • ମେଟାର ବଡ଼ ନିଷ୍ପତ୍ତି, ରାତି ୧୨ଟାରୁ ସକାଳ ୬ଟା ଯାଏଁ ବନ୍ଦ ରହିବ ଇନଷ୍ଟା ଓ ଫେସବୁକ୍
  • ବଙ୍ଗୋପସାଗରରେ ପୁଣି ଲଘୁଚାପ ସମ୍ଭାବନା, ୨୯ରୁ ଓଡ଼ିଶାରେ ବଢ଼ିବ ବର୍ଷା
  • ସିଂହବାହିନୀରେ ନାଟକ ପରିବେଷଣ ବେଳେ ଅଘଟଣ, ମଞ୍ଚରେ ପଡ଼ି ଅଭିନେତା ପୀୟୁଷ ତ୍ରିପାଠୀ ଆହତ
  • ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନରଣପୁର ଅଞ୍ଚଳରେ ଶୋକର ଛାୟା; ଭେରୁପଡ଼ା ଛକ ନିକଟରେ ଡିସ୍କଭର ଧକ୍କାରେ ଗୁରୁତର ଆହତ ହୋଇଥିଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In