• About Us
  • Contact Us
Friday, September 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭି. ଏସ. ଏସ ନଗରରେ ରକ୍ତଦାନ ଶିବିର ଅନୁଷ୍ଠିତ

by Voice of Victims
September 4, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭି. ଏସ. ଏସ ନଗରରେ ରକ୍ତଦାନ ଶିବିର ଅନୁଷ୍ଠିତ

ଭିଏସସନଗରସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ ହୋଟେଲ ମ୍ୟାନେଜ ମେଣ୍ଟର ୫୩ତମ ପ୍ରତିଷ୍ଠା ଦିବସ ଅବସରରେ ଇନଷ୍ଟିଚ୍ୟୁଟ ପରିସରରେ ଭିଏସସନଗର ଯୁବ ପରିଷଦର ମିଳିତ ସହଯୋଗରେ ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା. ଉକ୍ତ ରକ୍ତଦାନ ଶିବିରରେ ବ୍ରହ୍ମପୁର ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ, ବିଜେପି ନେତା ତଥା ପୂର୍ବତନ ବିଧାୟକ ତଥା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ଭୁବନେଶ୍ୱର ମଧ୍ୟ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଜଗନ୍ନାଥ ପ୍ରଧାନ, ସମୟ ସମ୍ବାଦ ପତ୍ରର ନିର୍ଦେଶିକା ତଥା ସମାଜସେବୀ ଶ୍ରୀମତୀ ଅନିତା ମହାନ୍ତି, ସମାଜସେବୀ ରୁଦ୍ର ସାମନ୍ତରାୟ, ଡ଼ଃ ପ୍ରକାଶ ତ୍ରିପାଠୀ, ବିଭୂଦତ୍ତ ରଥ, ମଞ୍ଚନାଥ ମଣ୍ଡଳ ବିଜେପି ସଭାନେତ୍ରୀ ଲିପା ଦାସ, ମଣ୍ଡଳ ସମ୍ପାଦକ ସୌମ୍ୟ ରଞ୍ଜନ ପ୍ରଧାନ, ତ୍ରିନାଥ ସାହି ସଭାପତି ନରେନ୍ଦ୍ର ବିଶ୍ୱାଳ ଓ ସ୍ଥାନୀୟ ଅଂଚଳର ସମସ୍ତ ବିଜେପି କାର୍ଯ୍ୟକର୍ତା ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଇନଷ୍ଟିଚ୍ୟୁଟର ବିଭାଗୀୟ ମୁଖ୍ୟ ସମ୍ବିତ ସୁମନ , ବରିଷ୍ଠ ଅଧ୍ୟାପକ ଶ୍ରୀ କୁମାର ଗୌରବ, ଓ ବରିଷ୍ଠ ଅଧ୍ୟାପକ ସୁଧୀର କୁମାର ସିଂ, ସ୍ଥାନୀୟ ଯୁବ ପରିଷଦର ସଦସ୍ୟଗଣ ରକ୍ତଦାନ ଶିବିରକୁ ପରିଚାଳନା କରିଥିଲେ. ଏହି ରକ୍ତଦାନ ଶିବିରରେ ୧୫୦ରୁ ଉର୍ଦ୍ଧ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା ବୋଲି ବରିଷ୍ଠ ଅଧ୍ୟାପକ ଶ୍ରୀକୁମାର ଗୌରବ ଜଣାଇଛନ୍ତି |

Post Views: 6
Share197Tweet123Send
Voice of Victims

Voice of Victims

Recent Posts

  • ଭି. ଏସ. ଏସ ନଗରରେ ରକ୍ତଦାନ ଶିବିର ଅନୁଷ୍ଠିତ
  • “ଆମେ ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଦେବୁ”: ଟ୍ରମ୍ପଙ୍କୁ ଚିଡ଼ାଇବ ରୁଷର ଏହି ବୟାନ
  • ନେପାଳ ଜଳପ୍ରଳୟର ୯ ଦିନ ପରେ ଚମତ୍କାର, ସୁଡ଼ଙ୍ଗରୁ ଜୀବନ୍ତ ଉଦ୍ଧାର ହେଲେ ୨ ଶ୍ରମିକ
  • ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ, ରହିଛି ଶେକ୍ ଆଣ୍ଡ୍ ଆଲର୍ଟ ସୁବିଧା
  • ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ୪୧ ଲକ୍ଷ ଚାଷୀ ପରିବାରଙ୍କୁ ସହାୟତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In