• About Us
  • Contact Us
Monday, September 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୦ରେ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ! ନେଇପାରେ ଗଭୀର ଅବପାତର ରୂପ

by Voice of Victims
September 7, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ସପ୍ତାହେ ବର୍ଷିବ । ୧୦ରେ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା । ନେଇପାରେ ଗଭୀର ଅବପାତର ରୂପ । ଓଡ଼ିଶାରେ ମେଘୁଆ ପାଗ ସହ କିକି କିଛି ସ୍ଥାନରେ ବର୍ଷା ହେଉଛି । ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନାହିଁ । ମାତ୍ର ପଡୋଶୀ ରାଜ୍ୟରେ ସକ୍ରିୟ ଥିବା ଟ୍ରପ ଲାଇନ ପ୍ରଭାବରେ କିଛି କିଛି ସ୍ଥାନରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ପାଇଁ ଆଜି ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ବର୍ଷାର ପରିମାଣ ଓ ବିସ୍ତାର କମ ଥିବା ବେଳେ ଆଗାମୀ ୩ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୯ ତାରିଖରୁ ପ୍ରବଳ ବର୍ଷା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୦ ତାରିଖରୁ ବର୍ଷାର ପରିମାଣ ବଢିବ। ୧୧ ତାରିଖରେ ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି।

Post Views: 8
Share196Tweet123Send
Voice of Victims

Voice of Victims

Recent Posts

  • ନେପାଳର ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି, ୫ ହଜାର ଏବେ ବି ନିଖୋଜ
  • ବିଧାନସଭାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ ବିଜୟ, ବିରୋଧୀଙ୍କ ଉପରେ କଲେ ପ୍ରହାର
  • ୧୦ରେ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ! ନେଇପାରେ ଗଭୀର ଅବପାତର ରୂପ
  • ନନ୍ଦନକାନନରେ ନୂଆ ଅତିଥି ! ୨ ଶାବକଙ୍କୁ ଜନ୍ମ ଦେଲା ସିଂହୀ ମାୟା
  • ବଦଳିବ ଦଶମ ପାଠ୍ୟକ୍ରମ, ଦଶମ-ଦ୍ବାଦଶ ହେବ ଗୋଟିଏ ବୋର୍ଡ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In