• About Us
  • Contact Us
Friday, September 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

by Voice of Victims
September 10, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ସେପ୍ଟେମ୍ବର ୧୨ ଓ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ୧୮ତମ ବ୍ରିକ୍ସ  ଶିଖର ସମ୍ମିଳନୀରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍ ଯୋଗଦେବେ ନାହିଁ। ଢାକା ଓ ନୂଆଦିଲ୍ଲୀର କୂଟନୈତିକ ସୂତ୍ରରୁ ଏହି ସୂଚନା ମିଳିଛି। ବାଂଲାଦେଶ ବୈଦେଶିକ ମନ୍ତ୍ରୀ ହୁମାୟୁନ୍ କବୀର ସ୍ପଷ୍ଟ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ରେହମାନ୍‌ଙ୍କୁ ବ୍ରିକ୍ସ ସମ୍ମିଳନୀ ପାଇଁ ବ୍ୟକ୍ତିଗତ ଭାବେ ନିମନ୍ତ୍ରଣ କରାଯାଇ ନାହିଁ, ବରଂ ‘ବିମ୍ସଟେକ୍’ ଅଧ୍ୟକ୍ଷ ପଦବୀ ଆଧାରରେ ‘ଆଉଟରିଚ୍ ସେସନ୍’ ପାଇଁ ଆମନ୍ତ୍ରଣ ପଠାଯାଇଥିଲା। ତେଣୁ ଏହି ସମ୍ମିଳନୀରେ ସେ ଯୋଗଦେବାର ଆବଶ୍ୟକତା ନାହିଁ ବୋଲି ସେ ଦର୍ଶାଇଛନ୍ତି।

ଭାରତୀୟ ବୈଦେଶିକ ମନ୍ତ୍ରାଳୟର ପ୍ରବକ୍ତା ରଣଧୀର ଜୈସୱାଲ ମଧ୍ୟ ବାଂଲାଦେଶ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ କୌଣସି ନିଶ୍ଚିତତା ମିଳିନଥିବା ପ୍ରକାଶ କରିଛନ୍ତି।ଅନ୍ୟପଟେ, ପ୍ରଧାନମନ୍ତ୍ରୀ ତାରିକ ରେହମାନ୍ ଭାରତ ଗସ୍ତ ପାଇଁ ଆଗ୍ରହୀ ଥିଲେ ହେଁ ଗସ୍ତ ପୂର୍ବରୁ କିଛି ନିର୍ଦ୍ଦିଷ୍ଟ କୂଟନୈତିକ ଏଜେଣ୍ଡା ହେବା ଆବଶ୍ୟକ ବୋଲି ବାଂଲାଦେଶର ବରିଷ୍ଠ କୂଟନୀତିଜ୍ଞ ସୂଚନା ଦେଇଛନ୍ତି।

Post Views: 16
Share197Tweet123Send
Voice of Victims

Voice of Victims

Recent Posts

  • ବ୍ରିକ୍ସ ସମିଟ୍ ପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା, ୩୦ ହଜାରରୁ ଅଧିକ ସୁରକ୍ଷାକର୍ମୀ ମୁତୟନ
  • ଦୁଇଟି ସ୍କୁଲରେ ଭୟଙ୍କର ଅଗ୍ନିକାଣ୍ଡ, ୨୬ ମୃତ ଓ ଅନେକ ଆହତ
  • ଲଘୁଚାପ ପ୍ରଭାବରେ ଦୁଇଦିନ ବର୍ଷା, ୧୨ରୁ କମିବ ବର୍ଷା ପରିମାଣ
  • ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ରାମ୍ପ ମଡେଲ୍, ୮ ଦିନରେ ସରିବ ନିର୍ମାଣ
  • ରାଜ୍ୟସ୍ତରୀୟ ଭାଗବତ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In