• About Us
  • Contact Us
Friday, September 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟସ୍ତରୀୟ ଭାଗବତ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

by Voice of Victims
September 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟସ୍ତରୀୟ ଭାଗବତ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

କଟକ, ଗାନ୍ଧିପଲ୍ଲୀ ସ୍ଥିତ ଯାଚକେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଆସନ୍ତା ସେପ୍ଟେମ୍ବର ୨୬ ତାରିଖ ଠାରୁ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ନ‌ଅ ଦିନ ବ୍ୟାପୀ ରାଜ୍ୟସ୍ତରୀୟ ଭାଗବତ ଜୟନ୍ତୀ ମହୋତ୍ସବ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗାନ୍ଧିପଲ୍ଲୀ ଉନ୍ନୟନ କମିଟିର ସଭାପତି ଦୁର୍ଯ୍ୟୋଧନ ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଏହି ବୈଠକରେ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ଉପସ୍ଥିତ ହୋଇ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ସଭାପତି ରବିନ୍ଦ୍ର କୁମାର ମହାରଣା, ହୃଷିକେଶ ସାହୁ, ଅଜୟ ବାରିକ, ରମେଶ ଚନ୍ଦ୍ର ମଲ୍ଲିକ, ଗୋଲେଖ ପ୍ରଧାନ, ସୁଦାମ ମହାକୁଡ଼, ଖୁଲଣା ବଳ, ସସ୍ମିତା ପ୍ରଧାନ, ପ୍ରେମଲତା ମହାକୁଡ଼ ଓ ଶିବାଜୀ ସତ୍ୟ ରଞ୍ଜନ ଷଡ଼ଙ୍ଗୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ନିଖିଳ ଉତ୍କଳ ପ୍ରବକ୍ତା ପରିଷଦ ପକ୍ଷରୁ ବରେଣ୍ୟ ପ୍ରବଚକ ପଣ୍ଡିତ ପ୍ରମୋଦ କୁମାର ପଣ୍ଡା, ଚାରଣ କାଶୀନାଥ ଦାସ, ବ୍ରହ୍ମଚାରୀ ସତ୍ୟଚୈତନ୍ୟ ଓ ପଣ୍ଡିତ ପଦ୍ମନାଭ ତ୍ରିପାଠୀ ପ୍ରମୁଖ ଏହି ମହୋତ୍ସବରେ ଯୋଗ ଦେବାକୁ ସମ୍ମତି ପ୍ରଦାନ କରିଥିବାରୁ ଭାଗବତ ପରିଷଦ ଓ ପତଞ୍ଜଳି ଯୋଗ କେନ୍ଦ୍ର ପକ୍ଷରୁ ପୂର୍ଣ୍ଣଚନ୍ଦ୍ର ବେହେରା ଧନ୍ୟବାଦ ଦେଇଥିଲେ।

Post Views: 23
Share199Tweet125Send
Voice of Victims

Voice of Victims

Recent Posts

  • ବ୍ରିକ୍ସ ସମିଟ୍ ପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା, ୩୦ ହଜାରରୁ ଅଧିକ ସୁରକ୍ଷାକର୍ମୀ ମୁତୟନ
  • ଦୁଇଟି ସ୍କୁଲରେ ଭୟଙ୍କର ଅଗ୍ନିକାଣ୍ଡ, ୨୬ ମୃତ ଓ ଅନେକ ଆହତ
  • ଲଘୁଚାପ ପ୍ରଭାବରେ ଦୁଇଦିନ ବର୍ଷା, ୧୨ରୁ କମିବ ବର୍ଷା ପରିମାଣ
  • ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ରାମ୍ପ ମଡେଲ୍, ୮ ଦିନରେ ସରିବ ନିର୍ମାଣ
  • ରାଜ୍ୟସ୍ତରୀୟ ଭାଗବତ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In