• About Us
  • Contact Us
Sunday, September 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

by Voice of Victims
September 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପରିସରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ଫୁଲ୍ ଭଲିବଲ୍ କୋର୍ଟ (ପଡ଼ିଆ) ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ଏହି କୋର୍ଟକୁ ଆଇଟିଇଆରର ଡିନ୍ ପ୍ରଫେସର ପି.କେ. ସାହୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ହଷ୍ଟେଲ୍ ଚିଫ୍ ୱାର୍ଡେନ୍ ପ୍ରଫେସର ରଞ୍ଜନ କୁମାର ମଲ୍ଲିକ ଉପସ୍ଥିତ ଥିଲେ ।

ଛାତ୍ରଛାତ୍ରୀଙ୍କ ନିମନ୍ତେ ଅନୁଷ୍ଠାନ ପରିସରରେ କ୍ରୀଡ଼ାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ନେଇ ଏହି କୋର୍ଟ ଆରମ୍ଭ କରାଯାଇଥିବା ବେଳେ ପିଲାମାନେ ରାତିରେ ମଧ୍ୟ ଭଲିବଲ ଅଭ୍ୟାସ କରିପାରିବେ । ଏଥି ନିମନ୍ତେ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ୱତନ୍ତ୍ର ଭାବେ ଜଣେ ଭଲିବଲ କୋଚଙ୍କୁ ମଧ୍ୟ ନିଯୁକ୍ତି କରାଯାଇଛି ।

Post Views: 11
Share197Tweet123Send
Voice of Victims

Voice of Victims

Recent Posts

  • ସାକ୍ଷରତାର ନୂଆ ସକାଳ: ରଣପୁରରେ ଉଲ୍ଲାସ ପରୀକ୍ଷା, ସାମିଲ ହେଲେ ୬ ହଜାର ପରୀକ୍ଷାର୍ଥୀ, ପରୀକ୍ଷାର୍ଥୀଙ୍କ ସହ କଥା ହେଲେ ଅତିରିକ୍ତ ନିର୍ଦ୍ଦେଶିକା
  • ଭାରତକୁ ଭୟଙ୍କର ସୁପର ଏଲ୍ ନିନୋ ସଙ୍କଟ, ଜରୁରୀକାଳୀନ ଚେତାବନୀ ଜାରି କଲେ ପରିବେଶବିତ୍
  • ରେଲିଂ ଭାଙ୍ଗି ପୋଲ ତଳକୁ ଖସିପଡିଲା BMW, ୩ ମୃତ ଓ ଜଣେ ଗୁରୁତର ଆହତ
  • ଓରାଙ୍ଗଉଟାନ ରହସ୍ୟ ଖୋଲିବାକୁ କ୍ରାଇମବ୍ରାଞ୍ଚ STFର ଜୋରଦାର ତଦନ୍ତ, CCTV ଯାଞ୍ଚ
  • ଭୁବନେଶ୍ବରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ମହାନଦୀ ଜଳ ବିବାଦ ସମାଧାନ ଖୁବଶୀଘ୍ର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In