• About Us
  • Contact Us
Friday, September 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାଜସ୍ୱ ମନ୍ତ୍ରୀ

by Voice of Victims
September 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାଜସ୍ୱ ମନ୍ତ୍ରୀ

ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ଜାରି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଅବପାତଟି ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଗତି କରିବାର ସମ୍ଭାବନା ଥିବାରୁ ପଶ୍ଚିମ ଓଡ଼ିଶାର ଏକାଧିକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଆଗାମୀ ୨୪ ଘଣ୍ଟା ଓଡ଼ିଶା ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ।

ସୂଚନା ଅନୁସାରେ, ଦକ୍ଷିଣ ଓଡ଼ିଶା ଓ ଛତିଶଗଡ଼ ଲାଗିଥିବା ଅଞ୍ଚଳରେ ଥିବା ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଗକୁ ଛତିଶଗଡ଼ ଆଡ଼କୁ ଯିବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ଓଡ଼ିଶାର ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ସୁନ୍ଦରଗଡ଼ ଭଳି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

ଅନ୍ୟପଟେ କ୍ରମାଗତ ବର୍ଷା ଯୋଗୁଁ ବିଭିନ୍ନ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇଛି। ଭଦ୍ରକ ଆଖୁଆପଦାଠାରେ ବୈତରଣୀ ନଦୀ ଏବଂ ମଥାନୀଠାରେ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛନ୍ତି। ବର୍ଷାର ପରିମାଣ ଧୀରେ ଧୀରେ କମୁଥିବାରୁ ଆଜି ରାତି ସୁଦ୍ଧା ଏହି ନଦୀଗୁଡ଼ିକର ଜଳସ୍ତର ହ୍ରାସ ପାଇବ ବୋଲି ଆଶା କରାଯାଉଛି। ସ୍ଥିତି ଉପରେ କଡ଼ା ନଜର ରଖିବା ସହ ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ଆବଶ୍ୟକତା ରହିଛି: ସୋଆ ଉପସଭାପତି
  • ନିଶାମୁକ୍ତ ଯୁବପିଢ଼ି ହିଁ ବିକଶିତ ଭାରତର ଆଧାର, ଆଇଟିଇଆରରେ ନଶା ମୁକ୍ତି ୟୁବା – ବିକଶିତ ଭାରତ ୨.୦ କାର୍ଯ୍ୟକ୍ରମ ଆୟୋଜିତ
  • ବଜ୍ରପାତରୁ ମୁକୁଳିବାକୁ ୨ଶହ ତାଳ ବିହନ ରୋପଣ 
  • ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବରିଷ୍ଠ ନାଗରିକଙ୍କ ପାଇଁ ହେବ ସ୍ୱତନ୍ତ୍ର କାଉଣ୍ଟର: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
  • ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାଜସ୍ୱ ମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In