• About Us
  • Contact Us
Friday, September 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବରିଷ୍ଠ ନାଗରିକଙ୍କ ପାଇଁ ହେବ ସ୍ୱତନ୍ତ୍ର କାଉଣ୍ଟର: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

by Voice of Victims
September 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଏପ୍ରିଲ ୨୭ ତାରିଖ ସୁଦ୍ଧା ସବୁ ସ୍କୁଲରେ ପୋଷାକ ବଣ୍ଟନ ହେବ: ନିତ୍ୟାନନ୍ଦ ଗଣ୍ଡ

ରାଜ୍ୟର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ସୁଯୋଗ ଯୋଗାଇ ଦେବାକୁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ରାଜ୍ୟର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବରିଷ୍ଠ ନାଗରିକମାନଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଛିଡ଼ା ହେବାକୁ ପଡ଼ିବ ନାହିଁ। ସେମାନଙ୍କ ସୁବିଧା ଓ ସମ୍ମାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରତ୍ୟେକ ସରକାରୀ କାର୍ଯ୍ୟାଳୟରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର କାଉଣ୍ଟର, ଡେସ୍କ କିମ୍ବା ଅଲଗା ଧାଡ଼ିର ବ୍ୟବସ୍ଥା କରାଯିବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ସେ କହିଛନ୍ତି ବର୍ତ୍ତମାନ ଏହି ସୁବିଧା କେବଳ ଡାକ୍ତରଖାନାଗୁଡ଼ିକରେ ବଳବତ୍ତର ରହିଛି, ମାତ୍ର ଆଗାମୀ ୩ ମାସ ମଧ୍ୟରେ ଏହାକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନଗୁଡ଼ିକରେ ଉପଲବ୍ଧ କରାଇବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ବରିଷ୍ଠ ନାଗରିକମାନେ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କୌଣସି ଅସୁବିଧାର ସମ୍ମୁଖୀନ ନହୋଇ ସହଜରେ ଓ ଶୀଘ୍ର ନିଜର ସେବା ପାଇପାରିବେ।

Post Views: 10
Share197Tweet123Send
Voice of Victims

Voice of Victims

Recent Posts

  • ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ଆବଶ୍ୟକତା ରହିଛି: ସୋଆ ଉପସଭାପତି
  • ନିଶାମୁକ୍ତ ଯୁବପିଢ଼ି ହିଁ ବିକଶିତ ଭାରତର ଆଧାର, ଆଇଟିଇଆରରେ ନଶା ମୁକ୍ତି ୟୁବା – ବିକଶିତ ଭାରତ ୨.୦ କାର୍ଯ୍ୟକ୍ରମ ଆୟୋଜିତ
  • ବଜ୍ରପାତରୁ ମୁକୁଳିବାକୁ ୨ଶହ ତାଳ ବିହନ ରୋପଣ 
  • ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବରିଷ୍ଠ ନାଗରିକଙ୍କ ପାଇଁ ହେବ ସ୍ୱତନ୍ତ୍ର କାଉଣ୍ଟର: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
  • ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାଜସ୍ୱ ମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In