• About Us
  • Contact Us
Saturday, September 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍

by Voice of Victims
September 26, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର : ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍ । ଉପର ମୁଣ୍ଡରୁ ଅତ୍ୟଧିକ ବନ୍ୟା ଜଳ ଆସିବା ଫଳରେ ବର୍ତ୍ତମାନ ୧୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମପଟେ ୧୧, ଡାହାଣ ପଟେ ୫ ଗେଟ ଖୋଲା । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ର ଜଲସ୍ତର ୬୨୯.୫୮ ଫୁଟ ରହିଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାରକୁ ପ୍ରବେଶ କରୁଛି ୨ ଲକ୍ଷ ୧୩ ହଜାର ୨୩୯ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୨ ଲକ୍ଷ ୪୮ହଜାର ୬୮ କ୍ୟୁସେକ ଜଳ। ୬୩୦ ଫୁଟ ନିକଟରେ ହୀରାକୁଦ ଜଳସ୍ତର ।

ଉପରମୁଣ୍ଡରୁ ଜଳ ପ୍ରବେଶ ଜାରି ରହିଥିବାରୁ ଜଳଭଣ୍ଡାରର ସ୍ଥିତି ଉପରେ ଲଗାତାର ନଜର ରଖାଯାଉଛି । ଜଳଭଣ୍ଡାରରେ କେତେ ଜଳ ପ୍ରବେଶ କରୁଛି ଏବଂ କେତେ ଜଳ ନିଷ୍କାସନ ହେଉଛି, ତାହାକୁ ଦୃଷ୍ଟିରେ ରଖି ଗେଟ୍ ପରିଚାଳନା କରାଯାଉଛି । ଏବେ ୧୬ଟି ଗେଟ୍ ଦେଇ ଜଳ ଛଡ଼ାଯାଉଥିବାରୁ ମହାନଦୀର ତଳମୁଣ୍ଡରେ ଜଳପ୍ରବାହ ବଢ଼ିବ। ଆଗକୁ ଛତିଶଗଡ଼ ପଟୁ ହୀରାକୁଦକୁ ଆସୁଥିବା ଜଳର ପରିମାଣ ଏବଂ ଜଳଭଣ୍ଡାରର ସ୍ତରକୁ ଦେଖି ଆବଶ୍ୟକ ହେଲେ ଗେଟ୍ ସଂଖ୍ୟାରେ ପରିବର୍ତ୍ତନ କରାଯାଇପାରେ।ଛତିଶଗଡ଼ ପାଣି ଉପରେ ନଜର ରହିଛି ।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ଆଉ ୨୪ ଘଣ୍ଟା ପ୍ରବଳ ବର୍ଷା: ଆଜି ୮ ଜିଲ୍ଲାକୁ ଅରେଞ୍ଜ, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ
  • ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍
  • UNGAରେ ପାକିସ୍ତାନକୁ ଭାରତର କଡ଼ା ଜବାବ, ଉଠିଲା ଓସାମା ବିନ୍ ଲାଦେନ୍ ପ୍ରସଙ୍ଗ
  • ପତଞ୍ଜଳି ପକ୍ଷରୁ ଭାଗବତ ଜୟନ୍ତୀ ପାଳିତ
  • ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ଆବଶ୍ୟକତା ରହିଛି: ସୋଆ ଉପସଭାପତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In