• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଇନ କାନୁନ

ଜୁଲାଇ ୧ରୁ କାର୍ଯ୍ୟକାରୀ ହେବ ୩ ନୂତନ ଆପରାଧିକ ଆଇନ

by Voice of Victims
February 25, 2024
in ଆଇନ କାନୁନ, ଦେଶ ବିଦେଶ, ମୁଖ୍ୟ ଖବର
ଜୁଲାଇ ୧ରୁ କାର୍ଯ୍ୟକାରୀ ହେବ ୩ ନୂତନ ଆପରାଧିକ ଆଇନ

ନୂଆଦିଲ୍ଲୀ: ଭାରତୀୟ ନ୍ୟାୟ ବ୍ୟବସ୍ଥାର ନୂତନ ଯୁଗ ଜୁଲାଇ ୧ରୁ ଆରମ୍ଭ ହେବ। ଔପନିବେଶିକ ଆପରାଧିକ ନ୍ୟାୟ ବ୍ୟବସ୍ଥାକୁ ବଦଳିବ। ସରକାର ଶନିବାର କହିଛନ୍ତି, ଜୁଲାଇ ୧ରୁ ତିନୋଟି ନୂତନ ଆପରାଧିକ ଆଇନ କାର୍ୟ୍ୟକାରୀ ହେବ ଏବଂ ଔପନିବେଶିକ ଆପରାଧିକ ନ୍ୟାୟ ବ୍ୟବସ୍ଥା ବଦଳିବ। ରିପୋର୍ଟ ଅନୁଯାୟୀ, ଭାରତୀୟ ପ୍ରମାଣ ଆଇନ ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩ ଏବଂ ଭାରତୀୟ ନ୍ୟାୟ ସଂହିତା ୨୦୨୩ ଜୁଲାଇ ପହିଲା ୨୦୨୪ରୁ କାର୍ୟ୍ୟକାରୀ ହେବ। ନୂତନ ଆପରାଧିକ ଆଇନ କାର୍ୟ୍ୟକାରୀ ହେବାର ତାରିଖ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ତିନୋଟି ବିଜ୍ଞପ୍ତି ଜାରି କରିଛି। ସଂସଦର ଶୀତକାଳୀନ ଅଧିବେଶନରେ ଏହି ଆଇନଗୁଡିକ ପାରିତ ହୋଇଥିଲା ଏବଂ ୨୫ ଡିସେମ୍ବରରେ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିଥିଲା। ଏହା ପରେ ବର୍ତ୍ତମାନ ଗୃହ ମନ୍ତ୍ରଣାଳୟ ମଧ୍ୟ ଏହି ଆଇନଗୁଡ଼ିକର କାର୍ୟ୍ୟକାରିତା ତାରିଖ କହିଛି।

Post Views: 40
Share197Tweet123Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In