• About Us
  • Contact Us
Friday, October 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଲୋକଭବନରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା

by Voice of Victims
October 9, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଲୋକଭବନରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା

ଭୁବନେଶ୍ବର : ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଲୋକଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱରସ୍ଥିତ ଲୋକଭବନରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ପତ୍ନୀ ଡକ୍ଟର ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଉପସ୍ଥିତ ଥିଲେ । ସେହିପରି ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ।

ଲୋକଭବନରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍ପଗୁଚ୍ଛ ଦେଇ ରାଜ୍ୟପାଳଙ୍କୁ ଅଭିବାଦନ ଜଣାଇଥିଲେ । ଏହାପରେ ଉଭୟ କିଛି ସମୟ ଧରି ଆଲୋଚନା କରିଥିଲେ । ତେବେ ଏହି ସାକ୍ଷାତ ସମୟରେ କେଉଁ ସବୁ ପ୍ରସଙ୍ଗରେ ଆଲୋଚନା ହୋଇଛି, ସେନେଇ କୌଣସି ସରକାରୀ ସୂଚନା ମିଳିନାହିଁ । ଏହାକୁ ଏକ ସୌଜନ୍ୟମୂଳକ ସାକ୍ଷାତ ବୋଲି କୁହାଯାଇଛି । ରାଜ୍ୟର କୌଣସି ପ୍ରଶାସନିକ କିମ୍ବା ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇଛି କି ନାହିଁ, ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ । ସେପଟେ ଏହି ସାକ୍ଷାତକୁ ନେଇ ବିଭିନ୍ନ ମହଲରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ପୁଣି ଜୋର ଧରିଛି।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛାରଙ୍କୁ ସର୍ବୋଚ୍ଚ ସାହସିକତା ପୁରସ୍କାରରେ ସମ୍ମାନିତ କରିବ ଇସ୍ରାଏଲ
  • ମୋତେ ନୋବେଲ୍ ନଦେଲେ କମିଟି ବଦନାମ ହେବ: ଡୋନାଲ୍ଡ ଟ୍ରମ୍ପ୍
  • CJP ଆନ୍ଦୋଳନ ପୂର୍ବରୁ ରେଲୱେର ବଡ଼ ନିଷ୍ପତ୍ତି, ଦିଲ୍ଲୀ ଯିବାକୁ ଥିବା ସମସ୍ତ ମେଲ୍-ଏକ୍ସପ୍ରେସ ବାତିଲ
  • ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଲଘୁଚାପ, ଦଶହରା ବେଳକୁ ଛେଚିବ ବର୍ଷା !
  • ଓଡ଼ିଶା ଛବିକୁ ନଷ୍ଟ କରିଦେଲା ଡବଲ୍ ଇଞ୍ଜିନ୍ ସରକାର: ନବୀନ ପଟ୍ଟନାୟକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In