• About Us
  • Contact Us
Saturday, October 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୨୫ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ

by Voice of Victims
October 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୨୫ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ । ଏଥିପାଇଁ ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପାଇଁ ଆଜି ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ କରାଯିବ ।

ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସଛି । ୨୫ରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ୨୮ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା, ଯାତାୟାତ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରାଯିବ ।

Post Views: 16
Share197Tweet123Send
Voice of Victims

Voice of Victims

Recent Posts

  • ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ, ମା’ ମଣିନାଗ, ଖିଲାମୁଣ୍ଡା ଓ ବିମଳାଙ୍କ ପୀଠ ସହ ଦୁର୍ଗା ମଣ୍ଡପରେ ଭକ୍ତଙ୍କ ଭିଡ଼
  • ୨୫ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ
  • GEN-Zଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ
  • ଭୁବନେଶ୍ବରରେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ, ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି
  • ସତ୍ତା ପରିବର୍ତ୍ତନ କଥାକୁ ନେଇ ତୀବ୍ର ରାଜନୀତି : ମହୁଆ-ସିବଲଙ୍କ ଆକ୍ରମଣ, ବିଜେପିର ପଲଟା ଜବାବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In