• About Us
  • Contact Us
Friday, October 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ୧୭୦ କୋଟିର ଡାଟା ସେଣ୍ଟର କରିବେ ଉଦ୍‌ଘାଟନ

by Voice of Victims
October 23, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ୧୭୦ କୋଟିର ଡାଟା ସେଣ୍ଟର କରିବେ ଉଦ୍‌ଘାଟନ

ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ୨୫ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜଟଣୀରେ ୧୭୦ କୋଟି ବ୍ୟୟରେ ନିର୍ମିତ ଆରବିଆଇ ଡାଟା ସେଣ୍ଟର ଉଦଘାଟନ କରିବେ । ୨୫ ତାରିଖ ଦିନ ଅପରାହ୍ନ ସାଢ଼େ ୪ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ମୋଦି ପହଞ୍ଚିବେ ଯ ଜଟଣୀରେ ଡାଟା ସେଣ୍ଟର ଉଦଘାଟନ କରିବା ପରେ ସନ୍ଧ୍ୟା ସାଢ଼େ ୬ ଟାରେ ଫେରିବେ ।

ସମସ୍ତ ଭାରତୀୟଙ୍କ ତଥ୍ୟ କିଭଳି ସୁରକ୍ଷିତ ରହିବ ସେଥିପାଇଁ ଜଟଣୀରେ ଦେଶର ଦ୍ଵିତୀୟ ଡାଟା ସେଣ୍ଟର ନିର୍ମାଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ନିଜେ ଏହି ପ୍ରକଳ୍ପ ପାଇଁ ଓଡ଼ିଶାକୁ ବାଛିଥିଲେ । ଓଡ଼ିଶାର ଡିଜିଟାଲ ବିକାଶକୁ ଆଗକୁ ନେବ। ଡିଜିଟାଲ କ୍ଷେତ୍ରରେ ଓଡ଼ିଶାର ଛବି ବଦଳାଇବାରେ ସହାୟକ ହେବ। ପ୍ରଥମେ ସେମି କଣ୍ଡକ୍ଟର ପ୍ରକଳ୍ପ ପରେ ଏବେ ଆରବିଆଇ ଡାଟା ସେଣ୍ଟର ଓଡ଼ିଶା ପ୍ରତି ମୋଦିଙ୍କ ପ୍ରତିବଦ୍ଧତା ଦର୍ଶାଉଛି ବୋଲି ବିଜେପି କହିଛି ।

Post Views: 16
Share196Tweet123Send
Voice of Victims

Voice of Victims

Recent Posts

  • ନୟାଗଡ଼ରେ ନଭେମ୍ବର ୪ ଓ ୫ରେ ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ; ‘VB-YLD ୨୦୨୭’ ‘ନିଶାମୁକ୍ତ ଯୁବ ସମାଜ, ବିକଶିତ ଭାରତ’ ଥିମ୍‌ରେ ହେବ ୫ଟି ପ୍ରତିଯୋଗିତା, ୧୫ରୁ ୨୯ ବର୍ଷୀୟ ଯୁବକଯୁବତୀଙ୍କୁ ଭାଗ ନେବାକୁ ଆହ୍ୱାନ
  • ଭୟଙ୍କର ଭୂମିକମ୍ପରେ ଥରିଲା ତିବ୍ଦତ, ୧୬ ମୃତ, ୪୦ରୁ ଅଧିକ ଆହତ
  • ପର୍ଯ୍ୟଟକଙ୍କ ମୃତ୍ୟୁ ପରେ ବଡ଼ ପଦକ୍ଷେପ, ନ୍ୟୁୟର୍କରେ ଘୋଡ଼ାଗାଡ଼ି ଉପରେ ଲାଗିବ ପ୍ରତିବନ୍ଧକ!
  •  ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ୧୭୦ କୋଟିର ଡାଟା ସେଣ୍ଟର କରିବେ ଉଦ୍‌ଘାଟନ
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୬ରେ ବାତ୍ୟା ସମ୍ଭାବନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In