• About Us
  • Contact Us
Thursday, November 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭାରତୀୟ ରିଜର୍ଭ ବ୍ୟାଙ୍କର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

by Voice of Victims
October 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭାରତୀୟ ରିଜର୍ଭ ବ୍ୟାଙ୍କର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ନିର୍ମିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ ରବିବାର ଅପରାହ୍ଣ ପ୍ରାୟ ୪ଟା ୧୦ରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ।

ସେଠାରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପ୍ରଧାନମନ୍ତ୍ରୀ ଇନଫୋଭ୍ୟାଲି ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ସ୍ବାଗତ ସ୍ବାଗତ କରିଥିଲେ । ସେଠାରୁ ଆର୍‌ବିଆଇ ଡାଟା ସେଣ୍ଟରରେ ପହଞ୍ଚି ପ୍ରତିଷ୍ଠାନକୁ ଉଦ୍‌ଘାଟନ କରିଥିଲେ।

ଉଦ୍‌ଘାଟନୀ ପରେ ସେ ସଡ଼କ ପଥରେ ଭୁବନେଶ୍ବର ବିମାନବନ୍ଦରକୁ ଫେରିଯିବେ । ୬ଟା ୩୫ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ, ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗଦେଥିଲେ ।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • ଇରାନ ଯୁଦ୍ଧ ପାଇଁ ନିର୍ବାଚନରେ ରିପବ୍ଲିକାନ୍‌ଙ୍କୁ କ୍ଷତି, ସ୍ୱୀକାର କଲେ ଟ୍ରମ୍ପ
  • IAS ସ୍ତରରେ ଅଦଳବଦଳ, ରୂପା ମିଶ୍ରଙ୍କୁ ପଞ୍ଚାୟତିରାଜ ବିଭାଗ ଦାୟିତ୍ୱ
  • ନିରବ ଦ୍ରଷ୍ଟା ସାଜିଛି ପ୍ରଶାସନ: ଚାଷୀ ପାଇଁ ଦାଉ ସାଜିଛନ୍ତି ବନ୍ୟଜନ୍ତୁ, ଚାଷୀ ପରିବାରରେ ବଢୁଛି ଦୁଃଖ 
  • ମହିଳା ନିଖୋଜ
  • ପତଞ୍ଜଳି ପକ୍ଷରୁ ଯୋଗ ଶିକ୍ଷକ ପ୍ରଶିକ୍ଷଣ ଶିବିର ଉଦଯାପିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In