• About Us
  • Contact Us
Tuesday, November 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କାଲିଠୁ ବିଧାନସଭା ଶୀତ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

by Voice of Victims
November 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଳୁ ସଂକଟକୁ ନେଇ ପୁଣି ଗୃହ ଉଷ୍ଣ, ବିରୋଧୀଙ୍କ କକ୍ଷତ୍ୟାଗ

ଭୁବନେଶ୍ବର: କାଲିଠୁ ବିଧାନସଭା ଶୀତ ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ଅଧିବେଶନ ସୁରୁଖୁରୁରେ ଚଳାଇବାକୁ ବାଚସ୍ପତି ସବୁ ଦଳର ସହଯୋଗ ଲୋଡିବେ । ବିଧାନସଭାରେ ୧୧ଟାରେ ବସିବ ବୈଠକ। ଅନ୍ୟପଟେ ଆଜି ବିରୋଧୀ-ଶାସକ ରଣନୀତି ମଧ୍ୟ ପ୍ରସ୍ତୁତ କରିବେ । ଶଙ୍ଖ ଭବନରେ ସନ୍ଧ୍ୟା ୫ଟାରେ ବିଜେଡି ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ କରିବେ । ସନ୍ଧ୍ୟା ୬ଟାରେ ବିଧାନସଭା ୫୪ ନଂ ହଲରେ ଶାସକ ବିଜେପି ବିଧାୟକ ଦଳ ବୈଠକ ବସିବ। ସପ୍ତଦଶ ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୧୮ ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ ।

ମୋଟ ୪୪ ଦିନର ଅଧିବେଶନରେ ୩୩ଟି କାର୍ଯ୍ୟଦିବସ ରହିଛି। ନଭେମ୍ବର ୧୮ରେ ପ୍ରଥମ ଦିନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବ୍ୟୟବରାଦ ଚିଠା ଆଗତ କରାଯିବ। ନଭେମ୍ବର ୨୫ରୁ ୨୭ ମଧ୍ୟରେ ଅତିରିକ୍ତ ବ୍ୟୟବରାଦର ଖର୍ଚ୍ଚ ଦାବି ଉପରେ ଆଲୋଚନା ଓ ବିତର୍କ ହେବ। ନଭେମ୍ବର ୩୦ରେ ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବ୍ୟୟବରାଦ ସମ୍ପର୍କିତ ବିନିଯୋଗ ବିଲ୍ ଗୃହରେ ଉପସ୍ଥାପିତ ହେବ । ଶୀତ ଅଧିବେଶନ ବେଶ ସରଗରମ ରହିପାରେ। ବନ୍ୟା ମୁକାବିଲାରେ ରାଜ୍ୟ ସରକାରଙ୍କ ବିଫଳତା, କୋଟିଆ, ମହାନଦୀ ଏବଂ ଆଇନଶୃଙ୍ଖଳା ଭଳି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି ବିରୋଧୀ ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ଆଇଡିଏ ଓଡ଼ିଶା ଶାଖାର ସାଧାରଣ ସଂପାଦକ ଭାବେ ନିର୍ବାଚିତ ହେଲେ ସୋଆ ଅଧ୍ୟାପକ ଡାକ୍ତର ରାଧା ପ୍ରସନ୍ନ ଦଳାଇ
  • ସୋଆ କପ୍ ୨୦୨୬ ଉଦ୍‌ଘାଟିତ
  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା ମହଙ୍ଗା ଭତ୍ତା, ୬୩% ହେଲା DA
  • ସୁନା ଓ ରୁପା ଦରରେ ବଡ଼ ହ୍ରାସ, ଗ୍ରାହକଙ୍କୁ ମିଳିଲା ଆଶ୍ୱସ୍ତି; ୧ ଲକ୍ଷ ସ୍ତର ମୁହାଁ ସୁନା ଦର!
  • UPIରେ ଐତିହାସିକ ରେକର୍ଡ! ପ୍ରଥମ ଥର ୩୦ ଲକ୍ଷ କୋଟି ପାର୍ କଲା କାରବାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In