• About Us
  • Contact Us
Friday, November 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାତ୍ୟା ‘ଅକୱାନ’ ମୁକାବିଲା ପାଇଁ ପ୍ରଶାସନିକ ତତ୍ପରତା: କୋଣାର୍କ ଚନ୍ଦ୍ରଭାଗା ଉପକୂଳ ପରିଦର୍ଶନ

by Voice of Victims
November 20, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବାତ୍ୟା ‘ଅକୱାନ’ ମୁକାବିଲା ପାଇଁ ପ୍ରଶାସନିକ ତତ୍ପରତା: କୋଣାର୍କ ଚନ୍ଦ୍ରଭାଗା ଉପକୂଳ ପରିଦର୍ଶନ

​ଗୋପ, ୨୦/୧୧ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅକୱାନ’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ହାଇଆଲର୍ଟ ଜାରି କରାଯିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ କୋଣାର୍କ ଓ ଚନ୍ଦ୍ରଭାଗା ବେଳାଭୂମି ଅଞ୍ଚଳ ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।​ସମ୍ଭାବ୍ୟ ବାତ୍ୟା ଓ ସମୁଦ୍ର ଅଶାନ୍ତ ରହିବା ଆଶଙ୍କାରେ ପର୍ଯ୍ୟଟକ ତଥା ସ୍ଥାନୀୟ ବାସିନ୍ଦାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଉଛି ।

ଏହି କ୍ଷେତ୍ର ପରିଦର୍ଶନ ସମୟରେ ପୁରୀ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକାରୀ ସଚିନ ପଟେଲ ସହିତ ଗୋପ ତହସିଲଦାର ଜୟଦେବ ରଥ ଆଚାର୍ଯ୍ୟ, ନିମାପଡ଼ା ଏସ୍‌ଡିପିଓ ଜନାର୍ଦ୍ଦନ ପାଢ଼ୀ, ଗୋପ ଅତିରିକ୍ତ ତହସିଲଦାର ସତ୍ୟଜିତ ନାୟକ, କୋଣାର୍କ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପଢ଼ିଆରୀ ଏବଂ ଚନ୍ଦ୍ରଭାଗା ଥାନା ଅଧିକାରୀ ସରସ୍ୱତୀ ସାହୁ ପ୍ରମୁଖ ଉପସ୍ଥିତ ରହି ପରିସ୍ଥିତିର ଅନୁଧ୍ୟାନ କରିଥିଲେ ।​ଉପକୂଳ ଅଞ୍ଚଳରେ ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କ ସହିତ ଲାଇଫ୍‌ଗାର୍ଡ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ମଧ୍ୟ ସଜାଗ ହୋଇ ରହିଛନ୍ତି ।

Post Views: 18
Share198Tweet124Send
Voice of Victims

Voice of Victims

Recent Posts

  • ବାତ୍ୟା ‘ଆକ୍ୱାନ’ ପ୍ରଭାବିତଙ୍କ ସୁରକ୍ଷା ଓ ସହାୟତା ପାଇଁ ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ବାଚସ୍ପତି ସୁରମା ପାଢ଼ୀ
  • ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା
  • ବାଲିଯାତ୍ରା ପଡିଆକୁ ନୋ ଡ୍ରୋନ ଜୋନ ଘୋଷଣା କଲା ଜିଲ୍ଲା ପ୍ରଶାସନ
  • ବିରୋଧୀଙ୍କ ହଟ୍ଟଗୋଳ ଓ ଅଚଳାବସ୍ଥା: ସୋମବାର ଯାଏଁ ଗୃହ ମୁଲତବୀ
  • ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In