• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ଦଳ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

by Voice of Victims
March 1, 2024
in ରାଜ୍ୟ
ଦଳ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା । ଦଳ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ । ପ୍ରାଥମିକ ସଦସ୍ୟ ପଦରୁ ବି ଇସ୍ତଫା ଦେଲେ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି।  ୨୦୧୪ରୁ ୨୦୧୬ ମସିହା ପର୍ଯ୍ୟନ୍ତ ଯୁବ କଂଗ୍ରେସ ସଭାପତି ଥିଲେ ରଜତ ଚୌଧୁରୀ । ପରେ ତାଙ୍କୁ ପିସିସି ସାଧାରଣ ସଂପାଦକ ପଦ ମିଳିଥିଲା । କଂଗ୍ରେସ ଛାଡ଼ିବା ପରେ ରଜତ ଚୌଧୁରୀ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି। ଆଗରୁ ନିହାର ମହାନନ୍ଦ, ଅଂଶୁମାନ ମହାନ୍ତି କଂଗ୍ରେସ ଛାଡ଼ିଛନ୍ତି । ବିପ୍ଲବ ଜେନା ବି କଂଗ୍ରେସ ଛାଡ଼ିଛନ୍ତି । ତେବେ ହଠାତ୍‌ ନିର୍ବାଚନ ପୂର୍ବରୁ ରଜତ କ’ଣ ପାଇଁ ଏପରି ଦଳ ଛାଡ଼ିବା ପାଇଁ ନିଷ୍ପତ୍ତି ନେଲେ ତାହା ସ୍ପଷ୍ଟ ହୋଇ ପାରି ନାହିଁ। ଏ ସମ୍ପର୍କରେ ତାଙ୍କ ମତାମତ ବି ମିଳି ପାରି ନାହିଁ। 

Post Views: 44
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In