• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଇସ୍ତଫା ଦେଲେ ନିର୍ବାଚନ କମିଶନର ଅରୁଣ ଗୋଏଲ

by Voice of Victims
March 10, 2024
in ମୁଖ୍ୟ ଖବର, ରାଜ୍ୟ
ଇସ୍ତଫା ଦେଲେ ନିର୍ବାଚନ କମିଶନର ଅରୁଣ ଗୋଏଲ

ଭୁବନେଶ୍ୱର: ଭାରତୀୟ ନିର୍ବାଚନ କମିଶନର ପଦରୁ ଇସ୍ତଫା ଦେଇଛନ୍ତି ଅରୁଣ ଗୋଏଲ। ଇସ୍ତଫାର କାରଣ ଏଯାଏ ଜଣାପଡ଼ିନାହିଁ। କିନ୍ତୁ ସେ ବ୍ୟକ୍ତିଗତ କାରଣ ଦର୍ଶାଇ ନିର୍ବାଚନ କମିଶନର ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଗ୍ରହଣ କରିନେଇଛନ୍ତି। ନିର୍ବାଚନ କମିଶନରେ ୩ ଜଣ ସଦସ୍ୟ ରହିଥାଆନ୍ତି। ରାଜୀବ କୁମାର ମୁଖ୍ୟ ନିର୍ବାଚନ କମିଶନର ବା ଇସିଆଇ ଭାବେ କାର୍ୟ୍ୟ କରୁଥିବା ବେଳେ ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନର ବା ଇସି ଭାବେ ନିଯୁକ୍ତି ମିଳିଥିଲା। ଆଉ ଗୋଟିଏ କମିଶନର ପଦ ଖାଲି ପଡ଼ିଥିଲା। ଏବେ ଅରୁଣ ଗୋଏଲ ଇସ୍ତଫା ପରେ ୨ଟି ଯାକ କମିଶନର ପଦ ଖାଲି ହୋଇଯାଇଛି। କମିଶନରେ ଏବେ କେବଳ ରାଜୀବ କୁମାର ମୁଖ୍ୟ ନିର୍ବାଚନ କମିଶନର ଭାବେ ରହିଛନ୍ତି।  ନଭେମ୍ବର ୧୯ରେ ପୂର୍ବତନ ପ୍ରଶାସନିକ ଅଧିକାରୀ ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନର(ଇସି) ଭାବେ ନିଯୁକ୍ତି ମିଳିଥିଲା। ଏହାକୁ ନେଇ ସେତେବେଳେ ବେଶ ବିବାଦ ହୋଇଥିଲା। କେଉଁ ନିୟମ ଓ ପ୍ରକ୍ରିୟା ଆଧାରରେ ଏପରି ନିଯୁକ୍ତି ହୋଇଛି, ସେକଥା ଜାଣିବାକୁ ଚାହିଁଥିଲେ ସୁପ୍ରିମକୋର୍ଟ। ଏଥିପାଇଁ କେନ୍ଦ୍ରକୁ ଫାଇଲ ଦାଖଲ କରିବାକୁ ବି କୁହାଯାଇଥିଲା।

Post Views: 39
Share197Tweet123Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In