• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଟିଏମସି

by Voice of Victims
March 10, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଟିଏମସି

ନୂଆଦିଲ୍ଲୀ: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି) ପଶ୍ଚିମବଙ୍ଗର ସମସ୍ତ ୪୨ ଟି ଆସନ ପାଇଁ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପୂର୍ବତନ କ୍ରିକେଟର ୟୁସୁଫ ପଠାନ ବହରାମପୁର ଲୋକସଭା ଆସନରୁ ଟିଏମସିର ପ୍ରାର୍ଥୀ ହେବେ। ମମତା ବାନାର୍ଜୀ ଘୋଷଣା କରିଛନ୍ତି ଯେ, ତୃଣମୁଲ କଂଗ୍ରେସ ଏକାକୀ ପଶ୍ଚିମବଙ୍ଗରେ ନିର୍ବାଚନ ଲଢିବ। ଏହା ସହିତ ଆସାମ ଏବଂ ମେଘାଳୟରେ ମଧ୍ୟ ନିର୍ବାଚନ ଲଢିବ। ଏଥି ସହିତ ୟୁପିରେ ଗୋଟିଏ ଆସନରେ ନିର୍ବାଚନ ଲଢିବା ପାଇଁ ଅଖିଳେଶ ଯାଦବଙ୍କ ସହ ଆଲୋଚନା ଚାଲିଛି।

Post Views: 54
Share198Tweet124Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In