• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୨୦୨୪ ଆଇପିଏଲ ରେ ଖେଳିବେ କି ନାହିଁ ବିରାଟ କୋହଲି

by Voice of Victims
March 17, 2024
in ଦେଶ ବିଦେଶ, ମୁଖ୍ୟ ଖବର
୨୦୨୪ ଆଇପିଏଲ ରେ ଖେଳିବେ କି ନାହିଁ ବିରାଟ କୋହଲି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଦୀର୍ଘ ଦିନ ଧରି ଅନ୍ତର୍ଜାତୀୟ କ୍ରିକେଟ୍ ଠାରୁ ଦୂରେଇ ରହିଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ କିଙ୍ଗ କୋହଲି ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍ ଟେଷ୍ଟ ସିରିଜରେ ନ ଖେଳିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ବର୍ତ୍ତମାନ ସବୁଠାରୁ ବଡ ପ୍ରଶ୍ନ ହେଉଛି କୋହଲି ୨୦୨୪ ଆଇପିଏଲ ରେ ଖେଳିବେ କି ନାହିଁ? ବିରାଟ ଏପର୍ଯ୍ୟନ୍ତ ଏ ବିଷୟରେ କିଛି କହି ନାହାଁନ୍ତି, କିନ୍ତୁ ଏକ ବଡ ରିପୋର୍ଟ ନିଶ୍ଚିତ ଭାବେ ସାମ୍ନାକୁ ଆସିଛି। କୋହଲିଙ୍କ ଖେଳ ସମ୍ପର୍କରେ ତାଙ୍କ ଫ୍ରାଞ୍ଚାଇଜ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରରୁ ଏପର୍ଯ୍ୟନ୍ତ କୌଣସି ସୂଚନା ପ୍ରକାଶ କରାଯାଇ ନାହିଁ। ତେବେ ESPNcricinfo ରିପୋର୍ଟ ଅନୁଯାୟୀ କିଙ୍ଗ କୋହଲି କ୍ରିକେଟ୍ ପଡ଼ିଆକୁ ଫେରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ବିରାଟ ଏପର୍ଯ୍ୟନ୍ତ ଆରସିବି କ୍ୟାମ୍ପରେ ଯୋଗ ଦେଇନାହାଁନ୍ତି, ମାର୍ଚ୍ଚ ୨୨ ତାରିଖରେ ଖେଳାଯିବାକୁ ଥିବା ଓପନିଂ ମ୍ୟାଚ୍ ପୂର୍ବରୁ ସେ ବେଙ୍ଗାଲୁରୁର ପ୍ରି-ଟୁର୍ଣ୍ଣାମେଣ୍ଟ କ୍ୟାମ୍ପରେ ଦଳରେ ଯୋଗଦେବେ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In