• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପୁଣି ଏସବିଆଇ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

by Voice of Victims
March 18, 2024
in ଦେଶ ବିଦେଶ, ମୁଖ୍ୟ ଖବର
ପୁଣି ଏସବିଆଇ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:  ସୁପ୍ରିମକୋର୍ଟରୁ ଏସବିଆଇକୁ ପୁଣି ଝଟକା । ନିର୍ବାଚନୀ ବଣ୍ଡ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି । ପୁଣି ଏସବିଆଇ ଉପରେ ବର୍ଷିଲେ ସୁପ୍ରିମକୋର୍ଟ । କଣ ପାଇଁ ପୂରା ତଥ୍ୟ ଦେଲନାହିଁ ବୋଲି କଲେ ପ୍ରଶ୍ନ । ତଥ୍ୟ ନଲୁଚାଇ ସାର୍ବଜନୀନ କରିବାକୁ ନିର୍ଦ୍ଦେଶ । ସମସ୍ତ ନିର୍ଦ୍ଦେଶ ପାଳନ କରିବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ସମସ୍ତ ତଥ୍ୟ ଦେବ ଏସବିଆଇ । ତଥ୍ୟ ସହ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ସର୍ବୋଚ୍ଚ ଅଦାଲତ । ବଣ୍ଡର ସମସ୍ତ ୟୁନିକ୍ ନମ୍ବର ନିର୍ବାଚନ କମିସନଙ୍କୁ ଦେବ ଏସବିଆଇ । ୱେବସାଇଟରେ ସମସ୍ତ ତଥ୍ୟ ପ୍ରଦାନ କରିବେ ନିର୍ବାଚନ କମିସନ। ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବା ସହ କହିଛନ୍ତି, ନିର୍ବାଚନୀ ବଣ୍ଡ ସମ୍ପର୍କିତ କୌଣସି ତଥ୍ୟକୁ ଲୁଚା ଯାଇପାରିବ ନାହିଁ । ସବୁତଥ୍ୟକୁ ସାବର୍ଜନୀନ କରିବ ବ୍ୟାଙ୍କ । ସୁପ୍ରିମକୋର୍ଟର ମୁଖ୍ୟ ବିଚାପତି କହିଛନ୍ତି, ନିର୍ଦ୍ଦେଶ ଦିଆଯିବା ସତ୍ତେ୍ୱ ମଧ୍ୟ କାହିଁକି ସମସ୍ତ ତଥ୍ୟ ଦିଆଗଲା ନାହିଁ । କୌଣସି ତଥ୍ୟକୁ ନ ଲୁଚାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଏସବିଆଇ ମାନିବାକୁ ବାଧ୍ୟ ।

Post Views: 54
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In