• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବିଜେପିରେ ସାମିଲ ହେଲେ ଭର୍ତ୍ତୁହରି ମହତାବ, ସିଦ୍ଧାନ୍ତ ମହାପାତ୍ର ଏବଂ ଦମୟନ୍ତି ବିସ୍ରା

by Voice of Victims
March 28, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଜେପିରେ ସାମିଲ ହେଲେ ଭର୍ତ୍ତୁହରି ମହତାବ, ସିଦ୍ଧାନ୍ତ ମହାପାତ୍ର ଏବଂ ଦମୟନ୍ତି ବିସ୍ରା

ନୂଆଦିଲ୍ଲୀ: ଆଜି ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ଦୁଇ ପ୍ରମୁଖ ନେତା। ସେମାନେ ହେଲେ କଟକ ସାଂସଦ ଭର୍ତ୍ତୁହରି ମହତାବ ଏବଂ ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର। ଏଥିସହିତ ସମାଜସେବୀ ପଦ୍ମଶ୍ରୀ ଦମୟନ୍ତି ବିସ୍ରା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ସମସ୍ତେ ଦିଲ୍ଲୀର ମୁଖ୍ୟ କାର୍ଯ୍ୟଳୟରେ ବିଧିବଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଓଡିଶା ପ୍ରଭାରୀ ପ୍ରମୁଖ ଯୋଗଦେଇଥିଲେ। ଭର୍ତ୍ତୁହରି ଗତ ମାର୍ଚ୍ଚ ୨୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ। ସେତେବେଳେ ଜଣାପଡିଥିଲା ଯେ, ସେ ବିଜେପିରେ ଯୋଗଦେବେ। ସେହିିପରି ସିଦ୍ଧାନ୍ତ ମହାପାତ୍ରଙ୍କୁ ଗତ କିଛି ବର୍ଷ ଧରି ବିଜେଡି କଣଠୋସା କରି ରଖିଥିଲା। ସେ ମଧ୍ୟ ଆଜି ବିଜେପିରେ ଯୋଗଦେଇଛନ୍ତି।

Post Views: 51
Tags: Bhartuhari Mahatab
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In