• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୩୦୦ ଫୁଟ ଘାଟିରୁ ଖସିଲା ଟାଭେରା, ୧୦ ମୃତ

by Voice of Victims
March 29, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
୩୦୦ ଫୁଟ ଘାଟିରୁ ଖସିଲା ଟାଭେରା, ୧୦ ମୃତ

ଜମ୍ମୁ: ଆଜି ରାମବନ୍ ଜିଲ୍ଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ ଏସୟୁଭି ଗଭୀର ଘାଟିରେ ଖସିପଡିରୁ ଦଶ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଶ୍ରୀନଗରରୁ ଜମ୍ମୁ ଅଭିମୁଖେ ଯାଉଥିବା ସମୟରେ ରାମବନ୍‌ର ବ୍ୟାଟେରୀ ଚଶମା ଅଞ୍ଚଳରେ ରାତି ପ୍ରାୟ ୧: ୧୫ ରେ ୩୦୦ ଫୁଟ ଗଭୀର ଘାଟରେ ଗାଡି (ଟାଭେରା) ଟି ଖସି ପଡିଥିଲା। ଏହି ଦୁର୍ଘଟଣାରେ ୯ ଜଣ ଯାତ୍ରୀ ଏବଂ ଟାଭେରା ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟରେ ରାମବନ୍‌ରେ ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ରାଷ୍ଟ୍ରପତି ମୁର୍ମୁ ଏକ ପୋଷ୍ଟରେ କହିଛନ୍ତି ଯେ, ଜମ୍ମୁ କାଶ୍ମୀର ଜାତୀୟ ରାଜପଥରେ ରାମବନ୍ ଅଞ୍ଚଳରେ ଏକ ଗାଡି ଘାଟିରେ ଖସିଯିବା ପରେ ଅନେକ ଲୋକଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଖଦାୟକ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଁ ସମବେଦନା ଜଣାଉଛି।

Post Views: 26
Tags: Tavera falls from 300 feet gorge
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In