• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

କଣ୍ଠଶିଳ୍ପୀ ଶାନ୍ତିଲତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ଘୋଷଣା

by Voice of Victims
April 1, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କଣ୍ଠଶିଳ୍ପୀ ଶାନ୍ତିଲତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ଘୋଷଣା

ଭୁବନେଶ୍ୱର: ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକ ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥଙ୍କ ର ଅନନ୍ୟ ଭକ୍ତ ଥିଲେ। ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶା ର ଘରେ ଘରେ ସେ ସୁପରିଚିତ ଥିଲେ। ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣ ର ସଂଗୀତମୟ ନିବେଦନ. ତାଙ୍କ ସ୍ୱର ପରିବେଶ କୁ ଭକ୍ତିମୟ କରିବା ସହ ଶ୍ରୋତା ଙ୍କ ହୃଦୟ ରେ ଭାବାବେଗ ସୃଷ୍ଟି କରି ପାରୁଥିଲା। ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବର୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Post Views: 36
Tags: Chief Minister mourns the death of singer Shantilata
Share199Tweet124Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In