• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଓଡିଶା ଦିବସ ଉପଲକ୍ଷେ ଭୁବନେଶ୍ବରରେ ଆୟୋଜିତ ହେଲା ବରପୁତ୍ରଙ୍କ ଉପରେ ପ୍ରଦର୍ଶନୀ

by Voice of Victims
April 1, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡିଶା ଦିବସ ଉପଲକ୍ଷେ ଭୁବନେଶ୍ବରରେ ଆୟୋଜିତ ହେଲା ବରପୁତ୍ରଙ୍କ ଉପରେ ପ୍ରଦର୍ଶନୀ

ଭୁବନେଶ୍ବର: ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ବନ୍ଧିତ ଫଟୋଚିତ୍ର ପ୍ରଦର୍ଶନୀ ଜୟଦେବ ଭବନରେ ଉଦଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।କାର୍ଯ୍ୟକ୍ରମରେ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଓ ନିର୍ଦ୍ଦେଶକଙ୍କ ସମେତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପ୍ରଦର୍ଶନୀରେ ପାରଳା ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତିଙ୍କ ଠାରୁ ଆରମ୍ଭ କରି ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ, ଉତ୍କଳ ସମ୍ମିଳନୀ ସହିତ ଜଡିତ ବ୍ରଜ ସୁନ୍ଦର ଦାସ ଏବଂ ଆଦିନେତା ବିଚିତ୍ରାନନ୍ଦ ଦାସଙ୍କ ଫଟୋଚିତ୍ର ସହ ୧୯୩୬ ଏବଂ ବର୍ତ୍ତମାନ ଓଡ଼ିଶାର ମାନଚିତ୍ର ଏଥିରେ ସ୍ଥାନ ପାଇଥିଲା।

Post Views: 34
Tags: Chief Minister mourns the death of singer Shantilata
Share199Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In