• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେପିରେ ସାମିଲ ହେଲେ ବିଜେଡି ନେତା ଅମରେନ୍ଦ୍ର ଦାସ

by Voice of Victims
April 5, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେପିରେ ସାମିଲ ହେଲେ ବିଜେଡି ନେତା ଅମରେନ୍ଦ୍ର ଦାସ

ଭୁବନେଶ୍ୱର: ଆଜି ବିଜେପି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ତଥା ରାଜ୍ୟ କାଜୁ ନିଗମର ପୂର୍ବତନ ଚେୟାରମ୍ୟାନ ଶ୍ରୀ ଅମରେନ୍ଦ୍ର ଦାସ ନିଜ ହଜାର ହଜାର ସମର୍ଥକଙ୍କ ସହ ବିଜେଡି ଛାଡି ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀ ଦାସଙ୍କ ସମେତ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବୀଦତ ମହାନ୍ତି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ସ୍ୱାଇଁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଲକ୍ଷ୍ମୀକାନ୍ତ ସ୍ୱାଇଁ, ଅଳାସୁସଦା ସରପଂଚ ଭ୍ରମବର ସ୍ୱାଇଁ, କାଉନସିଲର ଦେବାଶିଷ ସ୍ୱାଇଁ, ଗୋଲାବ ଅଲ୍ଲି ଖାଁନ୍‌, ପିତେଇପୁରର ପୂର୍ବତନ ସରପଂଚ ନରେନ୍ଦ୍ର ବେହେରା ବିଜେପିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ଜଗତସିଂହପୁର ସାଂସଦ ପ୍ରାର୍ଥୀ ଡ.ବିଭୁ ତରାଇ, ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଶ୍ମିରଞ୍ଜନ କାନୁନଗୋ, ଓମ୍ ପ୍ରକାଶ ରାୟ ପ୍ରମୁଖ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଛନ୍ତି।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In