• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଶଙ୍ଖ ଫୁଙ୍କିଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା

by Voice of Victims
April 7, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଶଙ୍ଖ ଫୁଙ୍କିଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା

ଭୁବନେଶ୍ବର: ଆଜି ଶଙ୍ଖ ଫୁଙ୍କିଛନ୍ତି କଂଗ୍ରେସର ପୂର୍ବତନ ନେତା ଗଣେଶ୍ବର ବେହେରା। ଏହାକୁ ନେଇ କେନ୍ଦ୍ରାପଡି ଜିଲ୍ଲା ରାଜନୀତିରେ ବେଶ ସରଗରମ ହୋଇଛି। କାରଣ ପୂର୍ବରୁ କଂଗ୍ରେସ ନେତା ଅଂଶୁମାନ ମହାନ୍ତି, ଚିରଞ୍ଜୀବି ବିଶ୍ବାଳ ପ୍ରମୁଖ କଂଗ୍ରେସ ଛାଡି ବିଜେଡିରେ ଯୋଗଦେଇଛନ୍ତି। ଗଣେଶ୍ବର କିଛିଦିନ ପୂର୍ବରୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏହି ମିଶ୍ରଣ ପର୍ବରେ ସାଂସଦ ସସ୍ମିତ ପାତ୍ର, ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ବିଧାୟକ ଶଶିଭୂଷଣ ବେହେରା ଏବଂ ପ୍ରିୟବ୍ରତ ମାଝି ପ୍ରମୁଖ ଉପସ୍ଥିତ ଥିଲେ। ଆଜି ଗଣେଶ୍ବର ଶଙ୍ଖଭବନକୁ ତାଙ୍କର କର୍ମୀଙ୍କୁ ନେଇ ବିରାଟ ପଟୁଆର କରି ଆସିଥିଲେ। ଏଥିରେ ଗଣେଶ୍ବର ଜିନ୍ଦାବାଦ ଏବଂ ନବୀନ ପଟ୍ଟନାୟକ ଜିନ୍ଦାବାଦ କରିଥିଲେ। ତେବେ ଗଣେଶ୍ବର ବିଜେଡିରେ ମିଶିବା ପରେ ଦଳ ତାଙ୍କୁ କେଉଁଠାରୁ ପ୍ରାର୍ଥୀ କରିବ ତାହା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

Post Views: 36
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In