• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପୁଅର ବିଜୟ ପାଇଁ ଭାବପ୍ରବଣ ହେଲେ ସୁର ରାଉତରାୟ

by Voice of Victims
April 14, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପୁଅର ବିଜୟ ପାଇଁ ଭାବପ୍ରବଣ ହେଲେ ସୁର ରାଉତରାୟ

ଭୁବନେଶ୍ବର: ବର୍ତ୍ତମାନ ପୁଅ ମନ୍ମଥ ରାଉତରାୟଙ୍କ ପ୍ରଚାର ପାଇଁ ବାପା ସୁରେଶ ରାଉତରାୟ ପୂରାପୂରି ଭାବପ୍ରବଣ ହୋଇପଡ଼ୁଥିବା ଦେଖାଯାଇଛି। ସେ ପୁଅକୁ ସାଥୀରେ ନେଇ ଭୁବନେଶ୍ବରର ବିଭିନ୍ନ ପାର୍କରେ ପ୍ରଚାର କରିବାରେ ଲାଗିଛନ୍ତି। ପୁଅକୁ ଭୋଟ ଦେବା ପାଇଁ ସେ ନିବେଦନ କରିଛନ୍ତି। ଯାହାକୁ ନେଇ ଭୁବନେଶ୍ବରର ଅନେକ ଲୋକ ଆଶ୍ଚର୍ଯ୍ୟ ହେବାରେ ଲାଗିଛନ୍ତି। ନିଜେ କଂଗ୍ରେସରେ ଥାଇ ବିଜେଡିରେ ଛିଡା ହୋଇଥିବା ପୁଅକୁ ଭୋଟ ଦେବା ପାଇଁ ନିବେଦନ କରିବାରେ ଲାଗିଛନ୍ତି।ତେବେ ଏହାରେ ଭିତରେ ଆଉ ଏକ ଘଟଣା ପଦାକୁ ଆସିଛି। ତାହା ହେଲା ସୁର ରାଉତରାୟ ଆଜି ଜୟଦେବ ନିର୍ବାଚନ ମଣ୍ଡଳି ପ୍ରଚାର ବେଳେ ସେ ବିଜେଡି କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ବିଜେଡି କର୍ମୀଙ୍କୁ ସାହାଯ୍ୟ କରିବା ପାଇଁ ନିବେଦନ କରିଥିଲେ। ସେଠାରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ ଏବଂ ବବି ଦାସଙ୍କୁ ବେଶ୍‌ ପ୍ରଶଂସା କରିଥିଲେ। ଏହାକୁ ନେଇ ରାଜନୀତି ବେଶ ସରଗରମ ହୋଇଯାଇଛି।

Post Views: 29
Share199Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In