• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

କଂଗ୍ରେସ ଘୋଷଣା କଲା ଆଉ ୭୫ଟି ବିଧାନସଭା ଆସନ

by Voice of Victims
April 14, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କଂଗ୍ରେସ ଘୋଷଣା କଲା ଆଉ ୭୫ଟି ବିଧାନସଭା ଆସନ

ପବିତ୍ର ପଣା ସଂକ୍ରାନ୍ତି ଅବସରରେ କଂଗ୍ରେସ ରବିବାର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତାଲିକାରେ ୭୫ଜଣଙ୍କ ନାଁ ରହିଛି। ଭଣ୍ଡାରୀପୋଖରୀରୁ ନିରଞ୍ଜନ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆନନ୍ଦପୁରରୁ ଜୟଦେବ ଜେନା, ବାଙ୍କୀରୁ ଦେବାଶିଷ ପଟ୍ଟନାୟକ, ବେଗୁନିଆରୁ ପୃଥୀବଲ୍ଲଭ ପଟ୍ଟନାୟକଙ୍କୁ ଭରସା କରି କଂଗ୍ରେସ ପ୍ରାର୍ଥୀ କରିଛି। ପୂର୍ବରୁ କଂଗ୍ରେସ ୪୭ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଥିଲା । ଏବେ ମୋଟ ୧୨୨ ଆସନରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ସେହିପରି ମୋଟ ୧୭ ଲୋକ ସଭା ଆସନ ପାଇଁ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଛି । ତେବେ ବାକି ଆସନ ପାଇଁ ମଧ୍ୟ ଖୁବ୍‌ ଶୀଘ୍ର ଦଳ ପ୍ରାର୍ଥୀ ଘୋଷଣା କରିପାରେ ବୋଲି ସୂଚନା ମିଳିଛି।

କଂଗ୍ରେସର ପ୍ରାର୍ଥୀ ତାଲିକା-

ଅତାବିରା- ଅଭିଷେକ ସେଠ

ତଳସରା- ଦେବେନ୍ଦ୍ର ଭିଟାରିଆ

କୁଚିଣ୍ଡା- କେଦାରନାଥ ବରିହା

ରେଙ୍ଗାଲି- ଦିଲୀପ ଦୁରିଆ

ସମ୍ବଲପୁର- ଦୁର୍ଗା ପ୍ରସାଦ ପାଢୀ

ରୋଖୋଲ- ଅସଫ ଅଲ୍ଲୀ ଖାନ

ଦେବଗଡ଼- ସେମ ହେମ୍ବ୍ରମ୍‌

ତେଲକୋଇ- ନିର୍ମଳ ଚନ୍ଦ୍ର ନାୟକ

ଘସିପୁରା- ସୁବ୍ରତ ଚକ୍ର

ଆନନ୍ଦପୁର- ଜୟଦେବ ଜେନା

ପାଟଣା- ହୃଷିକେଶ ନାଏକ

କେନ୍ଦୁଝର- ପ୍ରତିଭା ମଞ୍ଜରୀ ନାଏକ

ଚମ୍ପୁଆ- ଯଶୋବନ୍ତ ଲାଘୁରୀ

ଯଶୀପୁର- ଶ୍ୱେତା ଚତ୍ତର

ସାରସକଣା- ରାମକୁମାର ସୋରେନ

ରାଇରଙ୍ଗପୁର- ଯୋଗେନ୍ଦ୍ର ବନ୍‌ରା

ବାଙ୍ଗିରିପୋଷି- ମୁରଲୀଧର ନାଏକ

କରଞ୍ଜିଆ- ଲକ୍ଷ୍ମୀଧର ସିଂହ

ଉଦଳା- ଦୁର୍ଗାଚରଣ ଟୁଡୁ

ବାରିପଦା- ବାଦଲ ହେମ୍ବ୍ରମ୍‌

ମୋରଡ଼ା- ପ୍ରଭାସ କରମହାପାତ୍ର

ଭୋଗରାଇ- ସତ୍ୟଶିବ ଦାସ

ବସ୍ତା- ବିଜନ ନାୟକ

ରେମୁଣା- ସୁଦର୍ଶନ ଜେନା

ସୋର- ସୁବ୍ରତ ଧଡ୍ଡା

ସିମୁଳିଆ- ହିଂମାଶୁ ଶେଖର ବେହେରା

ଭଣ୍ଡାରୀପୋଖରୀ- ନିରଞ୍ଜନ ପଟ୍ଟନାୟକ

ଭଦ୍ରକ- ଅସିତ ପଟ୍ଟନାୟକ

ବାସୁଦେବପୁର- ଅଶୋକ ଦାସ

ଧାମନଗର- ରଞ୍ଜନ ବେହେରା

ଚାନ୍ଦବାଲି- ଅମୀୟ ମହାପାତ୍ର

ବିଞ୍ଝାରପୁର- କନକଲତା ମଲ୍ଲିକ

ବରୀ- ଆରତି ଦେଓ

ଧର୍ମଶାଳା- କିଶନ ପଣ୍ଡା

Post Views: 30
Share199Tweet125Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In